ପ୍ରଦୀପ ମହାରଥୀ ଗିରଫ
ପୁରୀ() ଗିରଫ ହେଲେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀ । ଫ୍ଲାଇଂ ସ୍କ୍ୱାଡ୍ ଉପରେ ମରଣାନ୍ତକ ଆକ୍ରମଣ ଘଟଣାରେ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କୁ ପିପିଲି ଥାନା ପୁଲିସ୍ ଗିରଫ କରିଛି। ପୁଲିସ୍ ପ୍ରଥମେ ମହାରଥୀଙ୍କୁ ପିପିଲି ଥାନାରେ ପଚରାଉଚରା କରିଥିଲା। ପରେ ତାଙ୍କୁ ଗିରଫ…