ବିଜୁଳି ଦର ବୃଦ୍ଧି କଥା ବିଜେପି କହିବା ହାସ୍ୟାସ୍ପଦ: ବିଜେଡି
					ଭୁବନେଶ୍ୱର: ବିଜୁଳି ଦର ବୃଦ୍ଧି ନେଇ ଓଡିଶା ବିଜେପି ନେତାମାନେ କହିବା ଅତ୍ୟନ୍ତ ହାସ୍ୟାସ୍ପଦ । କାରଣ ବିଜେପି ଶାସିତ ରାଜ୍ୟଗୁଡିକରେ  ବିଦ୍ୟୁତ ଦରବୃଦ୍ଧି ଓଡିଶା ଠାରୁ ଢେର ଅଧିକ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି । ଶ୍ରୀ ମହାନ୍ତି କହିଛନ୍ତି ଯେ, ବିଜେପି ଶାସିତ!-->…				
						
						
			