ଅନ୍ତିମ ପର୍ୟ୍ୟାୟରେ ବିଜେଡିର ଜନସମ୍ପର୍କ ପଦଯାତ୍ରା
ଭୁବନେଶ୍ୱର() ଅନ୍ତିମ ପର୍ୟ୍ୟାୟରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ।ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ବିଜେଡି ଆରମ୍ଭ କରିଥିବା ଜନ ସଂପର୍କ ଆସନ୍ତାକାଲି ଶେଷ ହେବ । ଆଜି ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ୩୪ ନମ୍ବର ୱାର୍ଡରେ ଆୟୋଜିତ ହୋଇଯାଇଛି ଏହି ପଦଯାତ୍ରା । ଏହି ପଦଯାତ୍ରାରେ ଭାଗ…