କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ଭୁବନେଶ୍ବର (): ନିର୍ବାଚନ କମିଶନଙ୍କ ତତ୍ବାବଧାନରେ କାର୍ଯ୍ୟରତ ସରକାରୀ ଅଧିକାରୀ ମାନଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁର୍ବ୍ୟବହାର କରିବା ସହ ସେମାନଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରୁଛନ୍ତି । ଆଜି ବିଜେଡ଼ି ପକ୍ଷରୁ ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି…