Odia News Portal
Browsing Tag

bjd

ଭର୍ଚୁଆଲ ବୈଠକରେ ବିଜେଡିର କୋଭିଡ୍‌ ସମୀକ୍ଷା

ଭୁବନେଶ୍ୱର: ଭର୍ଚୁଆଲ ବୈଠକ ମାଧ୍ୟମରେ ବିଜେଡିର କୋଭିଡ୍‌ ସମୀକ୍ଷା ।ରାଜ୍ୟରେ ଅକ୍ସିଜେନ ଓ ଆମ୍ବୁଲାନ୍ସ ବ୍ୟବସ୍ଥା କେତେ ସକ୍ରିୟ ଅଛି ସେନେଇ ଆଲୋଚନା ହୋଇଛି । ଏନେଇ ୮ରୁ ୧୦ ଦିନ ଭିତରେ ବିଧାୟକମାନେ ରିପୋର୍ଟ ଦେବେ ।ସେହିଭଳି କୋଭିଡ ସମୟରେ ବିଜେଡି ବିଧାୟକମାନେ କେତେ ସଚେତନ ଅଛନ୍ତି

ଭର୍ଚୁଆଲରେ ବିଜୁ ଯୁବ ଜନତା ଦଳର କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ

ଭୁବନେଶ୍ବର: ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ର ସାମାଜିକ ଅନୁଷ୍ଠାନ 'ଓଡ଼ିଶା ମୋ ପରିବାର' ସମସ୍ତ ସାମାଜିକ କାର୍ଯ୍ୟ କୁ ସମଗ୍ର ରାଜ୍ୟରେ ତ୍ବରାନ୍ବିତ କରୁଅଛି।ଏହି ପରିପ୍ରେକ୍ଷୀରେ ଯୁବ ବିଜେଡ଼ି ରାଜ୍ୟ ସଭାପତି ତଥା ମାନ୍ୟବର ବିଧାୟକ

ଯୁବ ବିଜେଡ଼ି ପକ୍ଷରୁ କୋଭିଡ୍ ହେଲ୍ପଲାଇନ୍ ନମ୍ବର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଯୁବପୀଢିଙ୍କୁ ନିଶୁଳ୍କ ଟିକାକରଣ ନିଷ୍ପତ୍ତିକୁ ସ୍ୱାଗତ ଜଣାଇ ବିଜୁ ଯୁବ ଜନତା ଦଳ ପକ୍ଷରୁ ୱେବିନାର୍‌ ମାଧ୍ୟମରେ କୃତଜ୍ଞତା ସଭା ଅନୁଷ୍ଠିତ |ତେବେ ଏହି ୱେବିନାର୍‌ ରେ ଯୁବ ବିଜେଡ଼ି ପକ୍ଷରୁ ଜାରି କରାଯିବ କୋଭିଡ୍ ହେଲ୍ପଲାଇନ୍ ନମ୍ବର | ଯୁବ ବିଜେଡ଼ି

ପିପିଲି ଉପନିର୍ବାଚନକୁ ନେଇ ୩ଦଳର ରାଜନୀତି

ଭୁବନେଶ୍ୱର: ଏବେ ନହେଉ ପିପିଲି ଉପନିର୍ବାଚନ । ପିପିଲି ଉପନିର୍ବାଚନକୁ ନେଇ କିଛି ଏମିତି ଦାବି ରଖିଛି କଂଗ୍ରେସ ଦଳ | ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ପ୍ରେସମିଟ୍ ଜରିଆରେ କହିଛନ୍ତି ଦଳ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛି, ହେଲେ ଲୋକଙ୍କ ଜୀବନକୁ ବାଜି ଲଗେଇ ନୁହେଁ ।

ମେ’୧୬ରେ ପିପିଲି ଭୋଟ୍, ୧୯ରେ ରେଜଲ୍ଟ

ଭୁବନେଶ୍ୱର: ପୁଣି ଆଉଥରେ ଘୁଞ୍ଚିଲା ପିପିଲି ଉପ-ନିର୍ବାଚନ ତାରିଖ । ଆସନ୍ତା ମେ’ ୧୬ରେ ହେବ ପିପିଲି ଉପ-ନିର୍ବାଚନ ।ସେହିଭଳି ମେ’ ୧୩ ତାରିଖ ସନ୍ଧ୍ୟାରୁ ହିଁ ପିପିଲି ପ୍ରଚାର ବନ୍ଦ ହେବ ବୋଲି ନିର୍ଵାଚନ କମିଶନଙ୍କ ନିର୍ଦ୍ଦେଶ | ପୂର୍ବରୁ ମେ’ ୧୩ରେ ନିର୍ବାଚନ ହେବା ନେଇ ତାରିଖ ସ୍ଥିର

ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳର ୭୫ ୟୁନିଟ୍ ରକ୍ତ ସଂଗ୍ରହ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ଵଦିପ ପ୍ରଧାନଙ୍କ ନେତୃତ୍ବରେ ୭୫ ୟୁନିଟ୍ ରକ୍ତ ସଂଗ୍ରହ। ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ଛାତ୍ର

ଦଳବିରୋଧୀ କାର୍ଯ୍ୟ ପାଇଁ ୨ ବିଜେଡି ନେତା ନିଲମ୍ବିତ

ସୁନ୍ଦରଗଡର: ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଜେଡି ନେତା ନିଲମ୍ବିତ । ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ଅମରେଶ ପଣ୍ଡା ଓ ବିନୟ ପଣ୍ଡାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ଦଳବିରୋଧୀ କାର୍ଯ୍ୟ ପାଇଁ ଏହି ଦୁଇ ନେତାଙ୍କୁ ନିଲମ୍ବନ କରିଛନ୍ତି ବିଜେଡି ସୁପ୍ରିମୋ । ଏନେଇ ବିଜେଡି ଗଣମାଧ୍ୟମ

ପିପିଲିରୁ ୫୦ ଲକ୍ଷ ଜବତ ଘଟଣାରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡ଼ି

ପିପିଲି: ପିପିଲିରୁ ଜବତ ହୋଇଥିବା ୫୦ ଲକ୍ଷ ଟଙ୍କା ସହ ବିଜେପି ପ୍ରାର୍ଥୀଙ୍କ ଲିଙ୍କ୍ ରହିଛି ବୋଲି ଅଭିଯୋଗ ହୋଇଛି । ଟଙ୍କା ଜବତ ମାମଲାରେ ଅଟକ ୨ ଅଭିଯୁକ୍ତଙ୍କ ସହ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଲିଙ୍କ୍ ଥିବା ଅଭିଯୋଗ ହୋଇଛି । ଅଟକ ୨ଯୁବକଙ୍କ ସହ ଆଶ୍ରିତଙ୍କ ଫଟୋ ଏବେ