Odia News Portal
Browsing Tag

bjd

ବିଜୁଳି ଦର ବୃଦ୍ଧି କଥା ବିଜେପି କହିବା ହାସ୍ୟାସ୍ପଦ: ବିଜେଡି

ଭୁବନେଶ୍ୱର: ବିଜୁଳି ଦର ବୃଦ୍ଧି ନେଇ ଓଡିଶା ବିଜେପି ନେତାମାନେ କହିବା ଅତ୍ୟନ୍ତ ହାସ୍ୟାସ୍ପଦ । କାରଣ ବିଜେପି ଶାସିତ ରାଜ୍ୟଗୁଡିକରେ ବିଦ୍ୟୁତ‌‌ ଦରବୃଦ୍ଧି ଓଡିଶା ଠାରୁ ଢେର ଅଧିକ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି । ଶ୍ରୀ ମହାନ୍ତି କହିଛନ୍ତି ଯେ, ବିଜେପି ଶାସିତ

ପିପିଲି ବାଜି ପାଇଁ ୪ ବରିଷ୍ଠ ନେତାଙ୍କୁ ଗୁରୁ ଦାୟିତ୍ୱ

ଭୁବନେଶ୍ୱର: ପିପିଲି ପାଇଁ ବିଜେଡି ଦଳ ପୁରାପୁରି ପ୍ରସ୍ତୁତ । ପିପିଲି ଗଡ଼ ଜିତିବା ପାଇଁ ଦଳ ପକ୍ଷରୁ ୪ଜଣ ବରିଷ୍ଠ ନେତାଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ।ତେବେ ଏହି ଗୁରୁ ଦାୟିତ୍ୱ ବହନ କରିବେ ପିପିଲି ପର୍ଯ୍ୟବେକ୍ଷକ ପ୍ରତାପ ଦେବଙ୍କ ସହ ଦଳର ଉପସଭାପତି ଦେବୀ ମିଶ୍ର,

ବଳକା ଟଙ୍କା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

ଭୁବନେଶ୍ୱର: ରାଜ୍ୟକୁ ବଳକା ଟଙ୍କା ପ୍ରଦାନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ସାଂସଦ। ଏପର୍ଯ୍ୟନ୍ତ ଯେତିକି ଟଙ୍କା କେନ୍ଦ୍ରରୁ ରାଜ୍ୟକୁ ମିଳିବା ଦରକାର ତାଠାରୁ କମ ଟଙ୍କା ମିଳିଛି। ବଳକା ଥିବା ଟଙ୍କାରେ ରାଜ୍ୟର ହକ୍‌ ରହିଛି ବୋଲି ଦାବି କରିଛନ୍ତି ବିଜେଡ଼ି ସାଂସଦ।

ଯୋଗ୍ୟ ହିତାଧିକାରୀଙ୍କୁ ନେଇ ବିଜେପିର ହୀନ ରାଜନୀତି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ପ୍ରଣବ ପ୍ରକାଶ ଦାସଙ୍କ ଟ୍ୱିଟ୍ । ବର୍ଷେ ତଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା । ଏ ନେଇ ବିଜେପି ସାଂସଦମାନେ ଅଭିଯୋଗ କରିଥିଲେ ।