Odia News Portal
Browsing Tag

bjd

ସର୍ବଦଳୀୟ ବୈଠକ ଡାକିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ବର: ନବୀନ ନିବାସରେ ବିଜେପି ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ଶେଷ ହୋଇଛି । ଖାସକରି ମଣ୍ଡି ଅବ୍ୟବସ୍ଥାକୁ ନେଇ ଯେଉଁ ରାଜନୈତିକ ହଟ୍ଟଚମଟ ଚାଲିଥିଲା ତାହାକୁ ଏକପ୍ରକାର ଆଲୋଚନା ମାଧ୍ୟମରେ ଶେଷ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ ଗୃହକୁ ଆସନ୍ତୁ ବୋଲି ବିଜେପି ଦାବି

ନବୀନ ନିବାସ ସାମ୍ନାରେ ବିଜେପି ବିଧାୟକଙ୍କ ଧାରଣା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସରେ ପହଞ୍ଚିଛନ୍ତି ବିଜେପି ବିଧାୟକ।ତେବେ ବିଧାୟକଙ୍କ ଆସିବା କ୍ଷଣି ନବୀନ ନିବାସ ଗେଟ୍ ବନ୍ଦ କରାଯାଇଥିବାରୁ। ବିଜେପି ବିଧାୟକ ମାନେ ନବୀନ ନିବାସ ସାମ୍ନାରେ ଧାରଣାରେ ବସିଛନ୍ତି ।ତେବେ ବିଧାୟକ ମାନଙ୍କୁ ଭିତରକୁ ଯିବାକୁ ମନ୍ତ୍ରୀ

ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଲା ବିଜେଡି

ଭୁବନେଶ୍ୱର: ଲଗାତାର ୫ ଦିନ ହେଲା ମଣ୍ଡି ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରୁଛନ୍ତି ବିରୋଧୀ । ହଟ୍ଟଗୋଳ ଯୋଗୁଁ ଗୃହକୁ ବାରମ୍ବାର ମୁଲତବୀ ଘୋଷଣା କରୁଛନ୍ତି ବାଚସ୍ପତି । ଆଜି ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଛି । ବିରୋଧୀ ମଣ୍ଡି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ

‘ମାନସିକ ଭାରସାମ୍ୟ ହରାଇ ବସିଲେଣି ଲେଖାଶ୍ରୀ’: ବିଜେଡ଼ି

ଭୁବନେଶ୍ବର: ବିଧାନସଭାରେ ବିଧାୟକଙ୍କ ସାନିଟାଇଜର ପିଇବା ଘଟଣାରେ ବିଜେପିକୁ ଖୁଲମଖୁଲା ଟାର୍ଗେଟ କରିଛି ବିଜେଡି । ବିଜେଡି ପାନେଲିଷ୍ଟ ଇପ୍ସିସା ସାହୁ କହିଛନ୍ତି, ବିଜେପି ବିଧାୟକ ବିଧାନସଭାରେ ଯେଉଁ କଳଙ୍କିତ ଅଧ୍ୟାୟ ସୃଷ୍ଟି କରିଛନ୍ତି ସେଥିପାଇଁ ଦଳର ଜଣେ ବରିଷ୍ଠ ନେତ୍ରୀ ମତ ରଖିବା

ଶିମିଳିପାଳ ସ୍ଥିତି ପରଖିଲେ ପ୍ରଣବ

ମୟୁରଭଞ୍ଜ: ଜଙ୍ଗଲର ନିଆଁ ସ୍ଥିତି ପରଖିବା ପାଇଁ ଶିମିଳିପାଳରେ ପହଁଚିଲେ ବିଜେଡି ସଂଗଠନ ସଂପାଦକ । ଏନେଇ ଗତକାଲି ଟ୍ୱିଟ କରି ସୂଚନା ଦେଇଥିଲେ ପ୍ରଣବ ପ୍ରକାଶ ଦାସ । ଶିମିଳିପାଳ ଉପ ନିର୍ଦ୍ଦେଶକଙ୍କ ସହ ଆଲୋଚନା ପରେ ବିଭିନ୍ନ ଅଞ୍ଚଳ ବୁଲିବେ ପ୍ରଣବ ପ୍ରକାଶ ଦାସ । ତାଙ୍କ ସହ ରାଜ୍ୟସଭା