ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ତଦାରଖ
କଳାହାଣ୍ଡି: ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖରେ କଳାହାଣ୍ଡି ଗସ୍ତ କରି ଇନ୍ଦ୍ରାବତୀ ମେଗା ଜଳସେଚନ ପ୍ରକଳ୍ପ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାୟ ୮୦୦ କୋଟି ଟଙ୍କାରେ ନିର୍ମିତ ହୋଇଛି ଇନ୍ଦ୍ରାବତୀ ପ୍ରକଳ୍ପ ।ଏହି ପ୍ରକଳ୍ପ ଦ୍ୱାରା କଳାହାଣ୍ଡି ଜିଲ୍ଲାର ଧର୍ମଗଡ,!-->…
