Odia News Portal
Browsing Tag

bjd

ବାଲେଶ୍ବର ବିଜେଡିର ବାଜିମାତ୍, ୧୩ ହଜାର ବ୍ୟବଧାନରେ ଜିତିଲେ ସ୍ୱରୂପ

ଭୁବନେଶ୍ୱର () ପୁଣିଥରେ ବିଜେଡି ଦଖଲକୁ ଫେରିଲା ବାଲେଶ୍ବର । ମୁଖ୍ୟମନ୍ତ୍ରୀଙ୍କ ବିକାଶ ଏଜେଣ୍ଡାକୁ ଭରସା କଲେ ବାଲେଶ୍ବରବାସୀ । ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କୁ 13ହଜାର 516 ଖଣ୍ଡ ଭୋଟରେ ଜିତାଇଛନ୍ତି।  ବିଜେଡି ପ୍ରାର୍ଥୀ 83470 ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି 69954 ଖଣ୍ଡ ଓ…

ଚତୁର୍ଥ ରାଉଣ୍ଡରେ ବି ବିଜେଡି ଆଗୁଆ

ତିର୍ତ୍ତୋଲ() ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଉଭୟ ଆସନରେ ବିଜେଡି ଆଗୁଆ ରହିଛି । ଚତୁର୍ଥ ରାଉଣ୍ଡ ସୁଦ୍ଧା ଜଗତସିଂପୁର ତିର୍ତ୍ତୋଲରେ ବିଜେଡି ୫,୬୨୬ ଭୋଟରେ ଆଗୁଆ ରହିଛି । ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଦାସଙ୍କୁ ୧୫,୧୩୧…

ବାଲେଶ୍ୱରରେ ଶଙ୍ଖ ଧରିଲେ କଂଗ୍ରେସ ନେତା

ବାଲେଶ୍ୱର() ବାଲେଶ୍ୱରରେ କଂଗ୍ରେସ ନେତା ମାଧବାନନ୍ଦ ମଇନି ତାଙ୍କ ଶତାଧିକ କର୍ମୀଙ୍କ ସହ ବିଜେଡିରେ ଯୋଗ ଦେଇଛନ୍ତି । ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟଙ୍କ ନେତୃତ୍ୱରେ ଦଳରେ ସାମିଲ ହୋଇଛନ୍ତି । ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବ ହୋଇଛି ।…

ବାଲେଶ୍ବର ବିଜେପି କର୍ମୀ ବିଜେଡିରେ

ବାଲେଶ୍ବର()  ବାଲେଶ୍ବରରେ ବିଜେପିରେ ଅର୍ନ୍ତଦ୍ବନ୍ଦ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଇତି ମଧ୍ୟରେ ବିଜେପିର ବହୁ ଛାମୁଆ କର୍ମୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଢ଼ ନେତୃତ୍ବ ପ୍ରତି ଆସ୍ଥା ପ୍ରକଟ କରି ବିଜେଡିରେ ଯୋଗ ଦେବାକୁ ଲାଗିଛନ୍ତି । ଦଳ ଛାଡି ବିଜେଡି ମୁହାଁ ହୋଇଛନ୍ତି…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ବିଜୁ ଛାତ୍ର ଜନତା ଦଳ ତରଫରୁ ରକ୍ତଦାନ ଶିବିର ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ବର()  ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ଉପଲକ୍ଷେ ବିଜୁ ଯୁବ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ଠାରେ ଏକ ରକ୍ତ ଦାନ ଶିବିର ଅନଷ୍ଠିତ ହୋଇଯାଇଥିଲା। ଏହି ଶିବିରରେ ମୁଖ୍ୟମନ୍ତ୍ରୀ ଙ୍କ ଜନ୍ମ ଦିବସ ଉପଲକ୍ଷେ ୭୪…

ବିଜେଡି ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ୱର() ରାଜ୍ୟରେ ଉପ-ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି । ପ୍ରଚାରକ ତାଲିକାରେ ବିଜେଡି ସୁପ୍ରିମୋ ବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସାମିଲ ଅଛନ୍ତି । ଏହି ତାଲିକାରେ ୨ ମହିଳା…

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା

ବାଲେଶ୍ୱର() ରାଜ୍ୟର ୨ଟି ଉପନିର୍ବାଚନ ପାଇଁ ଆଜି ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିଛି । ବାଲେଶ୍ୱର ସଦର ପାଇଁ ଶ୍ରୀ ସ୍ୱରୂପ କୁମାର ଦାସ ବିଜେଡିର ପ୍ରାର୍ଥୀ ହୋଇଛନ୍ତି । ଅନ୍ୟପଟେ ତିର୍ତ୍ତୋଲରୁ ବିଜେଡି ପକ୍ଷରୁ ଲଢିବେ ବିଜୟ ଶଙ୍କର ଦାସ । ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ପୁଅ…

ବିଜୁ ଛାତ୍ର ଜନତା ଦଳର  ରାଜ୍ୟ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା

ଭୁବନେଶ୍ୱର()   ବିଜୁ ଛାତ୍ର ଜନତା  ଦଳର  ରାଜ୍ୟ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି ।  ୩ଜଣ କାର୍ଯ୍ୟକାରୀ ସଭାପତି, ଜଣେ ମହାସଚିବ  ଓ ୩ ଜଣ ବରିଷ୍ଠ ଉପସଭାପତିଙ୍କ ନାମ ଘୋଷଣା କରାଯାଇଛି ।  ଏହାଛଡ଼ା ୬ଜଣ ଜୋନ ସଭାପତି, ୧୧ଜଣ ଉପସଭାପତି ଓ ୪୦ ଜଣ ସାଧାରଣ ସମ୍ପାଦକଙ୍କ ନାମ ଘୋଷଣା…

ହରିବଂଶଙ୍କୁ ସମର୍ଥନ ଘୋଷଣା

ନୂଆଦିଲ୍ଲୀ() ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗରେ ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କୁ ସମର୍ଥନ କରିବ ବିଜେଡି । ହରିବଂଶଙ୍କୁ ସମର୍ଥନ ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସକାଳେ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଥିଲେ…

ବିଜେଡ଼ି କର୍ମକର୍ତ୍ତାଙ୍କୁ ନୂଆ ସାଙ୍ଗଠନିକ ଦାୟିତ୍ୱ

ଭୁବନେଶ୍ୱର() ବିଜେଡ଼ି କର୍ମକର୍ତ୍ତାଙ୍କୁ ନୂଆ ସାଙ୍ଗଠନିକ ଦାୟିତ୍ୱ ଦିଆଯାଇଛି । ୪୫ଜଣ ସମ୍ପାଦକ ଓ ୪୧ଜଣ ଯୁଗ୍ମ ସମ୍ପାଦକଙ୍କୁ ନିଯୁକ୍ତି ଦିଆଯାଇଛି । ସମସ୍ତଙ୍କୁ ନିଯୁକ୍ତି ଦେଇଛନ୍ତି ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।