Odia News Portal
Browsing Tag

bjp

ବିଜେପି ରାଜ୍ୟ କାର୍ଯ୍ୟାଳୟରେ କୋର କମିଟି ବୈଠକ, ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରସ୍ତୁତ ହେଲା ରଣନୀତି

ବିଜେପି କୋର କମିଟି ବୈଠକରେ ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରସ୍ତୁତ ହେଲା ରଣନୀତି । ଦଳ ଯାହାକୁ ବି ପର୍ଥି କରିବ ସେ କେମିତି ଜିତିବେ ତାହା ହେବ ପ୍ରଥମିକତା । ପୂର୍ବତନ ସଭାପତି, ମହମନ୍ତ୍ରି, ମନ୍ତ୍ରୀ ଏବଂ ବିଧାୟକମାନଙ୍କୁ ଟାସ୍କ ଦିଆଯାଇଛି। ସହମତି ଭିତ୍ତିରେ ପ୍ରାର୍ଥୀ ଦିଆଯିବ ଏବଂ ସେ…

ବିଜେପି କାର୍ଯ୍ୟାଳୟରେ ରୁଦ୍ଧଦ୍ବାର ବୈଠକ: ସାଙ୍ଗଠନିକ ନିଯୁକ୍ତି ଓ ପରିସ୍ଥିତି ନେଇ ବିଚାର

ବିଜେପିର ସାଙ୍ଗଠନିକ ନିଯୁକ୍ତି, ରାଜ୍ୟର ସାମ୍ପ୍ରତିକ ସ୍ଥିତିରେ ଦଳର ଆଭିମୁଖ୍ୟ କ’ଣ ରହିବ, ନୂଆପଡ଼ା ଉପନିର୍ବାଚନରେ କାହାକୁ ପ୍ରାର୍ଥୀ କରାଯିବ ଭଳି ବିଭିନ୍ନ ପ୍ରସଙ୍ଗରେ ଆଜି ବିଜେପିର ବରିଷ୍ଠ ନେତାମାନେ ରୁଦ୍ଧଦ୍ବାର ବୈଠକ କରିଛନ୍ତି। ଆଜି ସଂଧ୍ୟାରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳର…

ଧର୍ମଶାଳାରେ ବିଜେପିର ପାୱାର ସୋ, ସାମିଲ ହେଲେ ବିଜେଡିର ଶତାଧିକ କର୍ମୀ

ଧର୍ମଶାଳାରେ ବିଜେପିର ପାୱାର ସୋ’ । ବିଜେପିରେ ସାମିଲ ହେଲେ ବିଜେଡିର ଶତାଧିକ କର୍ମୀ । ଧର୍ମଶାଳା ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟଙ୍କ ସମେତ ବିଜେଡି ଦଳର ବହୁ ଛାମୁଆଁ ନେତା ଓ କର୍ମୀ ବିଜେପିରେ ସାମିଲ ହୋଇଥିଲେ। ଏହି ମହାମିଶ୍ରଣ ପର୍ବ ଓ ସମ୍ବର୍ଦ୍ଧନା…

ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ଯାଏ ସେବା ପକ୍ଷ ପାଳିବ ବିଜେପି

ସେବା ପକ୍ଷ ପାଳନ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଅଛନ୍ତି। ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସେବା ପକ୍ଷ ପର୍ଯ୍ୟବେକ୍ଷକ ଅରବିନ୍ଦ…

ଖବର ସଂଗ୍ରହ ବେଳେ ସାମ୍ବାଦିକଙ୍କୁ ବିଜେପି କର୍ମୀଙ୍କ ଆକ୍ରମଣ

ବିଜେପିର ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ ହେବା ପରେ ଏବେ ବିଜେପି କର୍ମୀ ମଧ୍ୟ ହିଂସାତ୍ମକ ରାସ୍ତା ଧରିଛନ୍ତି। ବିଧାୟକଙ୍କ ଗିରଫ ପ୍ରତିବାଦରେ ଆଜି ଦେବଗଡ ବିଜେପି ବନ୍ଦ ଡାକରା ଦେଇଥିଲା। ଏହି ବନ୍ଦ ଡାକରାକୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଇଥିଲା। ଖବର ସଂଗ୍ରହ ପାଇଁ ଏକ ଟିଭିର

ବିଜେପି ଛାଡ଼ିଲେ ରାଜ୍ୟ ପୂର୍ବତନ ଉପସଭାପତି

ହିଞ୍ଜିଳିକାଟୁ ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା ତଥା ଦଳର ପୂର୍ବତନ ରାଜ୍ୟ ଉପସଭାପତି ଦେବାନନ୍ଦ ମହାପାତ୍ର ପାର୍ଟି ଛାଡ଼ିଛନ୍ତି । ୧୯୮୮ ମସିହାରୁ ଏଯାବତ୍ ସେ ଦଳ ସହ ସମ୍ପୃକ୍ତ ରହି ଆସିଥିଲେ । ହିଞ୍ଜିଳିକାଟୁ ମଣ୍ଡଳ ସଭାପତି , ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି , ଜିଲ୍ଲା ସଭାପତି ,

ବିଜେପି ଛାଡିଲେ ଜୟରାମ ପାଙ୍ଗି

ବିଜେପିରୁ ଇସ୍ତଫା ଦେଇଛନ୍ତି କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ । କୋଟିଆରେ ଅନୁଷ୍ଠିତ ଉତ୍କଳ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ସମୟରେ ସେ ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ନେଇ ଘୋଷଣା କରିଛନ୍ତି । ସେ ବିଜେପି ଛାଡିବା ପରେ ଅନ୍ୟ କୌଣସି ଦଳରେ ମିଶିବା ନେଇ କୌଣସି

ସାରା ରାଜ୍ୟରେ ବିଜେପିର ସତ୍ୟାଗ୍ରହ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡି ମଡାଇଦେବା ଘଟଣାର ପ୍ରଦିବାଦ କରି ଆଜି ସାରା ରାଜ୍ୟରେ ସତ୍ୟାଗ୍ରହ କରିବ ବିଜେପି । ଦଳର ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି ଯେ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଆଚରଣ ନିନ୍ଦନୀୟ । ତାଙ୍କର ଏ ଅମାନୁଷିକ କାଣ୍ଡର

ୟୁପିରେ ପୁଣି ଯୋଗୀରାଜ

ଉତ୍ତରପ୍ରଦେଶରେ ଇତିହାସ ରଚିଲା ଭାରତୀୟ ଜନତା ପାର୍ଟି । ୩୭ ବର୍ଷ ପରେ ପ୍ରଥମ ଥର ପାଇଁ ବହୁମତ ସହ ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଛି ବିଜେପି । ୟୁପିରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ ଯୋଗୀ ଆଦିତ୍ୟନାଥ । ୨୦୧୭ ପରେ ୨୦୨୨ରେ ଭାରତୀୟ ଜନତା ପାର୍ଟି ପୁଣି ଥରେ ପୂର୍ଣ୍ଣ ବହୁମତ ସହ

ବିଜେପି ତରଫରୁ ମେୟର ପ୍ରାର୍ଥୀ ହେଲେ ଶ୍ରୀତମ ଦାସ

କଟକ ମହାନଗର ନିଗମ ମେୟର ପ୍ରାର୍ଥୀ ଶ୍ରୀତମ ଦାସ। ଅଭିନେତା ଶ୍ରୀତମ ଦାସଙ୍କ ନାଁରେ ମୋହର ମାରିଛି ବିଜେପି। ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତା-ନିର୍ଦ୍ଦେଶକ ଶ୍ରୀତମ ଦାସ ବିଜେପିର କଟକ ମେୟର ପ୍ରାର୍ଥୀ ଭାବେ ପୌର ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ବୋଲି ଜଣାଯାଇଛି। ଶ୍ରୀତମ ଦାସ