ସମ୍ବର୍ଦ୍ଧନା ସଭାରେ ସଂଘର୍ଷ
ଭୁବନେଶ୍ବର() କେନ୍ଦ୍ରରେ ମନ୍ତ୍ରୀ ଭାର ସଂଭାଳିବା ପରେ ପ୍ରଥମ ଥର ଓଡିଶା ଗସ୍ତରେ ଆସିଛନ୍ତି ୨ ଓଡିଆ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ । ଆଜି ଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱରରେ ପହଁଚିବା ପରେ ୨ କେନ୍ଦ୍ର ମନ୍ତ୍ରୀଙ୍କୁ ସ୍ୱାଗତ ସଂବର୍ଧନା ଦେଇଥିଲେ ଦଳୀୟ କର୍ମୀ ।…