ବିଜେପି ମହିଳା ମୋର୍ଚ୍ଚା ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି
ଭୁବନେଶ୍ୱର ()ମହିଳାଙ୍କ ପ୍ରତି ବଢି ଚାଲିଥିବା ନିର୍ୟାତନା ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛି ବିଜେପି ମହିଳା ମୋର୍ଚ୍ଚା । ନାରୀ ସୁରକ୍ଷା ଦାବି କରି ବିଜେପି ମହିଳା ମୋର୍ଚ୍ଚାର କର୍ମୀମାନେ ଆଜି ନବୀନ ନିବାସ ଘେରାଉ ଉଦ୍ୟମ କରିଥିଲେ ।
ବିଜେପି ନେତ୍ରୀ ପ୍ରଭାତି ପରିଡା, ସୁରମା ପାଢୀଙ୍କ…
