ବୀରେନ୍ଦ୍ର କୁମାର ହେବେ ଅସ୍ଥାୟୀ ବାଚସ୍ପତି
ନୂଆଦିଲ୍ଲୀ() ଅସ୍ଥାୟୀ ବାଚସ୍ପତି ଭାବେ ଶପଥ ନେଲେ ଡା. ବିରେନ୍ଦ୍ର କୁମାର । ବିଜେପି ସାଂସଦ ଡାକ୍ତର ବୀରେନ୍ଦ୍ର କୁମାର ହେବେ ୧୭ତମ ଲୋକସଭାର କାମଚଳା ବାଚସ୍ପତି। ଖବର ସରବରାହ ସଂସ୍ଥା ଏଏନଆଇ ଏହି ସୂଚନା ଦେଇଛି। ବୀରେନ୍ଦ୍ର କୁମାର ମଧ୍ୟପ୍ରଦେଶ ଟିକମଗଡର ଲୋକସଭା ସାଂସଦ ଅଟନ୍ତି। ସେ…