ବିଜେଡି ନିଷ୍ପତ୍ତି ଉପରେ ବିରୋଧୀ ଦଳର ନଜର
ଭୁବନେଶ୍ୱର : ପିପିଲି ଉପନିର୍ବାଚନକୁ ସମ୍ମାନ ରକ୍ଷା ଭାବେ ଲଢିବାକୁ ଯାଉଥିବା ବିଜେପି ଓ କଂଗ୍ରେସ ପ୍ରାର୍ଥୀଚୟନ ନେଇ ନିଜର ପତ୍ତା ଖୋଲୁନାହିଁ । ଉଭୟ ବିରୋଧିଦଳ ଏବେ ବିଜେଡି ସମେତ ମହାରଥୀ ପରିବାର ଉପରେ ତୀକ୍ଷ୍ଣ ନଜର ରଖିଥିବାବେଳେ ବିଜେଡି ବି କିଛି ସ୍ପଷ୍ଟ କରୁନାହିଁ । ତେଣୁ କୌଣସି!-->…
