Odia News Portal
Browsing Tag

bjp

ବିଜେପି ତରଫରୁ ମେୟର ପ୍ରାର୍ଥୀ ହେଲେ ଶ୍ରୀତମ ଦାସ

କଟକ ମହାନଗର ନିଗମ ମେୟର ପ୍ରାର୍ଥୀ ଶ୍ରୀତମ ଦାସ। ଅଭିନେତା ଶ୍ରୀତମ ଦାସଙ୍କ ନାଁରେ ମୋହର ମାରିଛି ବିଜେପି। ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତା-ନିର୍ଦ୍ଦେଶକ ଶ୍ରୀତମ ଦାସ ବିଜେପିର କଟକ ମେୟର ପ୍ରାର୍ଥୀ ଭାବେ ପୌର ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ବୋଲି ଜଣାଯାଇଛି। ଶ୍ରୀତମ ଦାସ

ବିଜେଡିରେ ଯୋଗଦେଲେ ୨୦୦ ବିଜେପି କର୍ମୀ

ପୌର ନିର୍ବାଚନ ତାରିଖ ଘୋଷଣା ପରେ ସରଗରମ ହୋଇଛି ସହର ରାଜନୀତି । ଆରମ୍ଭ ହୋଇଛି ଦଳ ଡିଆଁ ପର୍ବ । ବିଜେଡିର ଲୋକପ୍ରିୟତାକୁ ପୁଞ୍ଜି କରି ଅନେକ ଆଶାୟୀ ଟିକେଟ ପାଇବାକୁ ଥିବାବେଳେ ବର୍ତ୍ତମାନ ଅନେକ ନେତା ବିଜେଡିରେ ଯୋଗଦେବାକୁ ଆଗ୍ରହ ପ୍ରକାଶ କରିଛନ୍ତି । ବିଜେପି ଛାଡି ବିଜେଡିରେ

ପଞ୍ଚାୟତ ନିର୍ବାଚନକୁ ନେଇ ବିଜେଡି-ବିଜେପି ମୁହାଁମୁହିଁ

ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ପଞ୍ଚମ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟ ପାଇଁ ଚାଲିଛି ପ୍ରସ୍ତୁତି । ଏହାରି ମଧ୍ୟରେ ପଞ୍ଚାୟତ ନିର୍ବାଚନକୁ ନେଇ ବିଜେଡି-ବିଜେପି ମୁହାଁମୁହିଁ ହୋଇଛନ୍ତି । ନିର୍ବାଚନ ଆୟୋଗଙ୍କୁ ଫେରାଦ ହୋଇଛନ୍ତି ବିଜେଡି

ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କଲା ବିଜେପି

ଭଦ୍ରକ: ଭଦ୍ରକରେ ସବୁ ସୀମା ଟପିଗଲେ ବିଜେପି କର୍ମୀ । ରାଜନୈତିକ ଆକ୍ରୋଶରୁ ଜଣେ ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ବିଜେପି କର୍ମୀ । ଏମିତି ଅଭିଯୋଗ ଆସିଛି ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଞ୍ଚଳରୁ । ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗିର ଅଞ୍ଚଳରେ ରାଜନୈତିକ

ନିର୍ବାଚନ ପୂର୍ବରୁ ବିଜେପିର ଗୁଣ୍ଡାଗର୍ଦ୍ଦି

ଅନୁଗୁଳ: ନିର୍ବାଚନ ପୂର୍ବରୁ ବିଜେପିର ଗୁଣ୍ଡାଗିରି । ଅନୁଗୁଳ ବଅଁରପାଳ ବ୍ଲକରେ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଭାଇ ପ୍ରଶାନ୍ତ ପ୍ରଧାନକୁ ବିଜେପି ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ୨୫ ନମ୍ବର ଜୋନର ବଡକେରଜାଙ୍ଗ ପଞ୍ଚାୟତରେ ବିଜେପି ସମର୍ଥିତ ସରପଞ୍ଚ, ସମିତି ସଭ୍ୟାଙ୍କ ସ୍ୱାମୀ

ପଶ୍ଚିମବଙ୍ଗରେ ବିଜେପିକୁ ଝଟକା

ପଶ୍ଟିମବଙ୍ଗରେ ପୁଣି ବିଜେପିକୁ ଝଟକା । ବିଜେପି ସାଂସଦ ଅର୍ଜୁନ ସିଂହଙ୍କର ତିନିଜଣ ସହଯୋଗୀ ବିଜେପି ଛାଡ଼ି ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି। ଏହି ତିନିଜଣଙ୍କ ମଧ୍ୟରେ ଭୀଟପୋଡ଼ା ମ୍ୟୁନିସିପାଲ କର୍ପୋରେସନର ଅଧ୍ୟକ୍ଷ ସୌରଭ ସିଂହ ଓ ପୂର୍ବତନ ବିଧାୟକ ସୁନିଲ ସିଂହବି ସାମିଲ ଅଛନ୍ତି

ବିଜେଡିରେ ମିଶିଲେ ବିଜେପି ଜିଲ୍ଲାପରିଷଦ ଅଧ୍ୟକ୍ଷା

ଗଜପତିରେ ଭାଙ୍ଗୁଛି ବିଜେପିର ବଳ। ବଢୁଛି ବିଜେଡ଼ିର ବଳ। ତ୍ରିସ୍ତରୀୟ ନିର୍ବାଚନ ପୂର୍ବରୁ ଏଭଳି ଏକ ରାଜନୈତିକ ପରିବର୍ତ୍ତନର ଚିତ୍ର ଦେଖିବାକୁ ମିଳିଛି ଗଜପତି ଜିଲ୍ଲାରେ । ଆଜି ମୋହନାରେ ପୁଣି ବିଜୁ ଜନତା ଦଳର ଏକ ଗଣ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ତଥା

ବିଜେଡିରେ ମିଶିଲେ ବିଜେପି ଓ କଂଗ୍ରେସ କର୍ମୀ

ଦେବଗଡ: ଦେବଗଡ଼ ର ରିଆମାଳ ବ୍ଲକର ମିଶ୍ରଣ ପର୍ବରେ ଆଜି ବିଜେଡିରେ ସାମିଲ ହୋଇଛନ୍ତି ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ । ସ୍ଥାନୀୟ ଅଞ୍ଚଳର କିଛି ବ୍ୟବସାୟୀ ମଧ୍ୟ ଆଜି ଦଳରେ ସାମିଲ ହୋଇଛନ୍ତି । ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲାବେଳେ,

ଜୁଏଲ ଓରାମଙ୍କୁ ତୁରନ୍ତ ଗିରଫ କରାଯାଉ:କଂଗ୍ରେସ

ବିଜେପି ସାଂସଦ ଜୁଏଲ ଓରାମଙ୍କ ବିରୋଧରେ ବଢୁଛି ଅସନ୍ତୋଷ । ମାମଲା ରୁଜୁ ପରେ ବି କାହିଁକି ଗିରଫ ହେଉନାହାନ୍ତି ଜୁଏଲ୍ । ଏନେଇ ପ୍ରଶ୍ନ ଉଠାଇବା ସହିତ ତୁରନ୍ତ ସାଂସଦଙ୍କୁ ଗିରଫ କରିବାକୁ ଦାବି କରିଛି ରାଉରକେଲା କଂଗ୍ରେସ । ଜଣେ ସାଂସଦ ହୋଇ ଯୁବତୀଙ୍କୁ ଅଶ୍ଳୀଳ ବ୍ୟବହାର ଘଟଣାକୁ ଦଳ

କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ସଙ୍ଗୀନ ଦଫା

କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ପାଇଁ ବଢିଲା ଅଡୁଆ । ସରକାରୀ ଅଧିକାରୀଙ୍କୁ ମାଡ ମାରି ଫସିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ମିଳିଥିବା ସୂଚନା ଅନୁଯାୟୀ ଜିଲ୍ଲା ଯୋଜନା ଓ ଅନୁଧ୍ୟାନ କମିଟିର ଉପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମଲ୍ଲିକ ଏବଂ ଆସିଷ୍ଟାଣ୍ଡ ଡାଇରେକ୍ଟର