କଂଗ୍ରେସ ଛାଡ଼ି ବିଜେପିରେ ଯୋଗଦେଲେ ରୂପଜ୍ୟୋତି
ଗୌହାଟୀ: ଦୀର୍ଘଦିନର ସସମ୍ପର୍କକୁ କାଟି ହାତ ଛାଡ଼ି ପଦ୍ମ ଧରିଲେ ରୂପଜ୍ୟୋତି କୁରମି । ଆସାମରେ ଜଣେ ଚର୍ଚ୍ଚିତ ଯୁବ କଂଗ୍ରେସ ନେତା ଭାବେ ସେ ବେଶ ପରିଚିତ । ୪ଥର କଂଗ୍ରେସ ପକ୍ଷରୁ ବିଧାନସଭାକୁ ଯାଇଛନ୍ତି । ତେବେ ସେ ଆଜି କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି । ଆସାମ ମୁଖ୍ୟମନ୍ତ୍ରୀ!-->…
