ଟ୍ରକ ବୋଲେରୋ ଧକ୍କାରେ ୧୦ ମୃତ୍ୟୁ
ନୂଆପଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ନୂଆପଡାର ସିଲଦା ନିକଟରେ ଏକ ବୋଲେରୋ ଓ ଟ୍ରକ ମଧ୍ୟରେ ମୁହାମୁହିଁ ଧକ୍କା ହେବାରୁ ୧୦ ଜଣ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଥିବା ବେଳେ ୬ ଜଣ ପୁରୁଷ ରହିଛନ୍ତି । ସମସ୍ତ ମୃତକ ଛତିଶଗଡର ବୋଲି ଜଣାପଡିଛି ।
ସୂଚନା…