ଜେଟଲୀଙ୍କ ବିୟୋଗରେ ବଲିଉଡ଼ ଜଗତରେ ଶୋକର ଛାୟା
ନୂଆଦିଲ୍ଲୀ() ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଅରୁଣ । ଦେହାନ୍ତ ବେଳକୁ ଜେଟଲୀଙ୍କୁ ୬୬ ବର୍ଷ ବୟସ ହୋଇଥିଲା । ତେବେ ଅସୁସ୍ଥତା କାରଣରୁ ଗତ ୯ ତାରିଖରୁ ଏମ୍ସରେ ଭର୍ତ୍ତି ଚିକିତ୍ସିତ ହେଉଥିଲେ ଅରୁଣ । ଶେଷରେ ଆଜି ମଧ୍ୟାହ୍ନ ୧୨ଟା ୦୭ ମିନିଟ୍ରେ…
