Odia News Portal
Browsing Tag

bomb

ବୋମା ଫୁଟାଇ ସୁନା ଦୋକାନରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରିସ୍ଥିତ ସାଇ ସୋନୁ ଅଳଙ୍କାର ଦୋକାନରୁ ଆଜି ମଧ୍ୟାହ୍ନରେ ଲୁଟେରାମାନେ ଆସି ଦୋକାନରୁ ସର୍ବସ୍ବ ଲୁଟି ଥିବା ଜଣାପଡ଼ିଛି। ୪ଟି ପଲସରରେ ୮ ଜଣ ଦୁର୍ବୃତ୍ତ ଗୁଳି ଓ ବୋମା ଫୁଟାଇ ଭୟଭୀତ ଦୋକାନରେ ଥିବା କର୍ମଚାରୀଙ୍କୁ ଭୟଭୀତ କରିଥିଲେ। ପରେ ଦୋକାନରେ…