Odia News Portal
Browsing Tag

bomb blast

ରାଜନୈତିକ ଶତ୍ରୁତାରୁ ବୋମାମାଡ଼

ନୟାଗଡ଼: ରାଜନୈତିକ ଶତ୍ରୁତାରୁ ବୋମାମାଡ଼। ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ବୋଦସା ଗ୍ରାମରେ ବୁଧବାର ସନ୍ଧ୍ୟାରେ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ ହୋଇଛି। ଏଥିରେ ବୋଦସା ଗ୍ରାମର ପ୍ରଶାନ୍ତ ତାରେଣିଆ (୩୮) ନାମକ ଯୁବକଙ୍କର ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ଖଣ୍ଡପଡ଼ା…

ପୁରୀରେ ଫୁଟିଲା ବୋମା

ପୁରୀ ସଦର ନିର୍ବାଚନୀ ମଣ୍ଡଳୀରେ ବୋମା ମାଡ। କାଶୀହରିପୁର ପଞ୍ଚାୟତରେ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ । ୩ଟି ବୋମାରୁ ଗୋଟିଏ ଫୁଟିଛି ଓ ଅନ୍ୟ ଦୁଇଟି ଅଫୁଟା ରହିଛି । ଘଟଣା ସ୍ଥଳରେ ସଦର ଥାନା ପୋଲିସ୍ ତଦନ୍ତ ଜାରି ରଖିଛି ।

ନିରଙ୍କାରୀ ଭବନ ଉପରେ ବୋମା ଆକ୍ରମଣ: ୩ ମୃତ ୧୦ ଆହତ

ପଞ୍ଜାବ ଅମୃତସରର ରାଜାସାଂସୀ ଗାଁ ସ୍ଥିତ ନିରଙ୍କାରୀ ଭବନ ଉପରେ ବୋମା ଆକ୍ରମଣ ହୋଇଛି। ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଥିବା ଡେପୁଟି କମିଶନର କମଲଦୀପ ସିଂହ ସୂଚନା ଦେଇଛନ୍ତି। ସେମାନଙ୍କୁ ସ୍ଥାନୀୟ ସିଭିଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଆକ୍ରମଣରେ…

ରାଜଧାନୀର କମ୍ୟୁନିଟି ହଲ୍ ଉପରକୁ ବୋମାମାଡ଼

ଶାନ୍ତିଶୃଙ୍ଖଳାକୁ ନଜରରେ ରଖି କମିସନରେଟ୍ ପୁଲିସ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ଜାଗା ଜାଗାରେ ଚେକିଂ ସହିତ କିଛିଦିନ ହେଲା ପୁରୁଣା ଅପରାଧୀମାନଙ୍କୁ ଖୋଜି ଖୋଜି ବାନ୍ଧୁଛି ପୁଲିସ। ମାତ୍ର ପୁଲିସକୁ ଚ୍ୟାଲେଞ୍ଜ ଦେବା ଭଳି ପୂଜା ପୂର୍ବ ରାତିରେ ଦୁର୍ବୃତ୍ତମାନେ ବୋମା ମାଡ଼…