ପାରାଦୀପ ଠାରୁ ୮୧୦ କିଲୋମିଟର ଦୂରରେ ଗଭୀର ଅବପାତ
ଭୁବନେଶ୍ୱର () ଗଭୀର ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ପ୍ରଭାବ ଓଡିଶା ଉପରେ ପଡିବାର ସଂଭାବନା କମ୍ ବୋଲି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଂଜୟ ମହାପାତ୍ର । ପାରାଦୀପ ଠାରୁ ଏହା ଏବେ ୮୧୦ କିଲୋମିଟର ଦୂରରେ ରହିଛି । ତେବେ ଆଗକୁ ଏହି…
