ପୁଣି ଆଇସୋଲେଶନରେ ବ୍ରିଟେନ ପ୍ରଧାନମନ୍ତ୍ରୀ
ଲଣ୍ଡନ() ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ପୁଣି ଥରେ ନିଜକୁ ଆଇସୋଲେଟ କରି ନେଇଛନ୍ତି । ନିକଟରେ ସେ ଜଣେ କରୋନା ପଜିଟିଭ ସାଂସଦଙ୍କ ସଂସ୍ପର୍ଶରେ ଆସିଥିବା ଜାଣିବା ପରେ ସେ ଆଇସୋଲେଶନରେ ରହିଛନ୍ତି । ଏବେ ପର୍ୟ୍ୟନ୍ତ ତାଙ୍କଠାରେ କିନ୍ତୁ କରୋନାର କୌଣସି ଲକ୍ଷଣ ଦେଖାଯାଇ ନାହିଁ । ଗତ…