Odia News Portal
Browsing Tag

breaking odia news

ନକଲି କାରଖାନାର ହବ୍ ପାଲଟିଛି ସିଲଭର ସିଟି କଟକ

କଟକରୁ ପୁଣି ଠାବ ହେଲା ନକଲି ଘିଅ କାରଖାନା । ପିଠାପୁର ଅଞ୍ଚଳରୁ ଏକ ନକଲି ଘିଅ କାରଖାନା ଉପରେ ଚଢାଉ କରିଛି ବାଦାମବାଡି ପୋଲିସ । ବିପୁଳ ପରିମାଣର କଞ୍ଚାମାଲ ସହ ଲକ୍ଷାଧିକ ଟଙ୍କା ମଧ୍ୟ ଜବତ ହୋଇଛି । ଏହି ମାମଲାରେ ପୋଲିସ ଜଣଙ୍କୁ ଅଟକ ରଖିଛି। ଏହି କାରଖାନାରେ ଦୁର୍ଗା ବ୍ରାଣ୍ଡ ନାଁରେ…

ଟ୍ରୋଲର ଜବାବ ଦେଲେ ପୃଥ୍ୱୀ: ଇନଷ୍ଟାଗ୍ରାମ ଷ୍ଟୋରୀରେ ସମାଲୋଚକଙ୍କୁ କଡ଼ା ଜବାବ

ଭାରତୀୟ ବ୍ୟାଟସମ୍ୟାନ୍ ପୃଥ୍ୱୀ ସ' ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ସମ୍ପୂର୍ଣ୍ଣ ବିଫଳ ହେବାପରେ । ତାଙ୍କୁ ସୋସିଆଲ ମିଡିଆରେ ଟ୍ରୋଲର ଶିକାର ହେବାକୁ ପଡିଛି । ତେବେ ଏହାକୁ ନେଇ ସେ ଇନଷ୍ଟାଗ୍ରାମ ଷ୍ଟୋରୀରେ ନିଜ ସମାଲୋଚକଙ୍କୁ ଦେଇଛନ୍ତି କଡ଼ା ଜବାବ। ପୃଥ୍ୱୀ ନିଜ ଇନଷ୍ଟଗ୍ରାମ…

ବିଜେଡିର ନୂଆ ରଣନୀତି:ୱାର୍ଡକୁ ପ୍ରାଥମିକ ୟୁନିଟ ଭାବେ ଗ୍ରହଣ ପାଇଁ ଲକ୍ଷ୍ୟ ରଖିଛି ଦଳ

ଦଳକୁ ଗାଁ ଗାଁରେ ଆହୁରି ମଜଭୁତ କରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେଡି ।ବୁଥ କମିଟି ଗଠନ କରି ଦଳକୁ ଦଶନ୍ଧି ଦଶନ୍ଧି ଧରି ତୃଣମୁଳସ୍ତରରେ ସଂଗଠିତ କରି ରଖିଥିବା ବିଜୁ ଜନତା ଦଳ ଏବେ ୱାର୍ଡକୁ ପ୍ରାଥମିକ ୟୁନିଟ ଭାବେ ଗ୍ରହଣ କରିବାକୁ ଲକ୍ଷ୍ୟ ରଖିଛି । ଏହାରି ଆଧାରରେ ହିଁ ଦଳ…

ଅଭିଯୁକ୍ତ ବିରୋଧରେ ଅଛି ଯଥେଷ୍ଟ ପ୍ରମାଣ :ଅରୁଣ ବୋଥ୍ରା

ପରୀ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ଏସ୍ଆଇଟି। ଗତକାଲି ନୟାଗଡ଼ ଯଦୁପୁରରୁ ଅଭିଯୁକ୍ତକୁ ଉଠାଇ ନେଇଥିଲା ଏସଆଇଟି। ସୋମବାର ନୟାଗଡ଼ ପୋକ୍ସୋ କୋର୍ଟରେ ଅଭିଯୁକ୍ତକୁ ହାଜର କରାଯାଇଛି । ଅନ୍ୟପଟେ ପରୀ ହତ୍ୟା ମାମଲାର ତଦନ୍ତ ଦାୟିତ୍ୱ ନେଇଥିବା ଏସଆଇଟିର ମୁଖ୍ୟ ଅରୁଣ ବୋଥ୍ରା…

ପିକନିକ ହେଲା କାଳ: ଗାଧୋଇବା ବେଳେ ଭାସିଗଲେ ୩ ଯୁବକ,୨ମୃତ ଜଣେ ନିଖୋଜ

କୋଏଲ ନଦୀରେ ଗାଧୋଇବା ବେଳେ ଭାସିଗଲେ ୩ ଯୁବକ। ମିଳିଥିବା ସୂଚନା ମୁତାବକ, ରାଉରକେଲାର ଜମସେରା ଦେଇ ପ୍ରବାହିତ ହେଉଥିବା କୋଏଲ ନଦୀ ଘାଟକୁ କିଛି ପିଲା ବଣଭୋଜି କରିବାକୁ ଆସିଥିଲେ। ସେଠରେ ସେମାନେ ବଣଭୋଜି କରୁଥିବା ବେଳେ ତା ମଧ୍ୟରୁ ୩ ଜଣ ନଦୀକୁ ଗାଧୋଇବାକୁ ଆସି ନଦୀରେ ଭାସି ଯାଇଥିଲେ ।…

କେନ୍ଦ୍ରାପଡାରେ ୫-ଟି ସଚିବ: ତ୍ୱରାନ୍ୱିତ ହେଲା ମହାନଦୀ ବନ୍ଦର ପ୍ରକଳ୍ପ କାର୍ଯ୍ୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ସଚିବ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି…

ନୂଆ ଗୀତର ପ୍ରମୋସନ୍ ପାଇଁ ନେହାଙ୍କ ମିଛ ଡ୍ରାମା,ବଢ଼ିଲା ଫ୍ୟାନ୍ସଙ୍କ ରାଗ

ବଲିଉଡର ଗାୟିକା ନେହାଙ୍କ ‘ବେବି ବମ୍ପ୍‌’ ଖବରକୁ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଜୋରଦାର ହୋଇଥିଲା | ଗତକାଲି ବଲିଉଡ ସିଙ୍ଗର ନେହା କକ୍କର ହଠାତ୍ ତାଙ୍କର ‘ବେବି ବମ୍ପ୍‌’ ଫଟୋ ସୋସିଆଲ୍‌ ମିଡିଆରେ ପୋଷ୍ଟ୍‌ କରିବା ପରେ ଫଟୋଟି ବେଶ୍‌ ଚର୍ଚ୍ଚା ପାଲଟିଥିଲା। ଫଟୋ ସେୟାର କରୁ…

ରାତି ଅଧରେ ସ୍ୱାମୀଙ୍କ ନାଁ’ରେ ଥାନାରେ ଏତଲା ଦେଲେ ବର୍ଷା

ସାଂସଦ ଅନୁଭବ ଓ ଅଭିନେତ୍ରୀ ପତ୍ନୀ ବର୍ଷାଙ୍କ ମଧ୍ୟରେ ବଢି ଚାଲିଛି ବିବାଦ।ଏନେଇ ଗତକାଲି ବିଳମ୍ବିତ ରାତିରେ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ । କଟକ ଘରୋଇ କଳହ ମାମଲାରେ ଗତକାଲି ଅନୁଭବ କଟକ ଏସଡିଜେଏମ କୋର୍ଟରେ ହାଜର ହୋଇଥିବାବେଳେ ସ୍ତ୍ରୀ ବର୍ଷା…

ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ,ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି

ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କ ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ କୃଷିବିଲ୍କୁ ଚିରି ଫୋପାଡିଲେ କେଜ୍ରିୱାଲ

କୃଷି ଆଇନର ବିଲ୍କୁ ଚିରି ଫୋପାଡିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ | ଗୁରୁବାର ଦିନ କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ବିବାଦିୟ କୃଷି ବିଲକୁ ଚିରି ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରୁଥିବା ଦିଲ୍ଲୀ ସରକାର…