Odia News Portal
Browsing Tag

bsky

ନୂଆପଡ଼ାରେ ଆରମ୍ଭ ହେଲା ସ୍ମାର୍ଟ କାର୍ଡ ବିତରଣ

ନୂଆପଡ଼ା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ  ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। ଭର୍ଚୁଆଲ ମାଧ୍ୟମରେ ସଦର ମିନି ଷ୍ଟାଡିୟମରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ୧ଲକ୍ଷ ୭୨ ହଜାର ୬୪୩ ଜଣଙ୍କୁ ବିଜୁ ସ୍ବାସ୍ଥ୍ୟ…

ଆଜି କଳାହାଣ୍ଡି ଜିଲ୍ଲାରେ ସ୍ମାର୍ଟକାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲା ଗସ୍ତ କରୁଛନ୍ତି । ଭବାନୀପାଟଣାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଜିଲ୍ଲାବାସୀଙ୍କ ୮୫୯ କୋଟି ଟଙ୍କାର…

ଆଜି ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରିପଦାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାଛଡା ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ସହ…

ଆଜି ମୁଖ୍ୟମନ୍ତ୍ରୀଙ୍କ ବ୍ରହ୍ମଗିରି ଗସ୍ତ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ରହ୍ମଗିରି ଗସ୍ତ କରିବେ । ସେଠାରେ ସେ ପୁରୀ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହେଲଥ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ପୁରୀ ଜିଲ୍ଲାର ୩ ଲକ୍ଷ ୭୬ ହଜାର ହିତାଧିକାରୀ ସ୍ମାର୍ଟ କାର୍ଡ ଦ୍ୱାରା ଉପକୃତ ହେବେ ।…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସିତ ହେଲେ କର୍କଟ ରୋଗୀ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ବଲାଙ୍ଗୀର: ମୁଖ୍ୟମନ୍ତ୍ରୀଙ୍କୁ ପ୍ରଂଶସା । ଆମ ପ୍ରିୟ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟକ୍ଷେତ୍ରରେ ନେଇଥିବା ଯୁଗାନ୍ତକାରୀ ପଦକ୍ଷେପ ଲାଗି ଅନେକ ରୋଗୀଙ୍କୁ ମିଳୁଛି ନୂଆ ଜୀବନ ଆଉ ବଞ୍ଚିବାର ରାହା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ମାଧ୍ୟମରେ ଅନେକ ରୋଗୀଙ୍କୁ…

ଗଜପତିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଗଜପତି: ସ୍ୱାସ୍ଥ୍ୟ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି । ସମସ୍ତଙ୍କ ସ୍ୱାସ୍ଥ୍ୟ ଆମ ଲାଗି ଗୁରୁତ୍ୱପୂର୍ଣ୍ଣ । ଏଭଳି ସ୍ଲୋଗାନ ଦେଇଥିବା ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ଜିଲ୍ଲା ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି । ଏହି ଅବସରରେ ସାମିଲ ହୋଇଛି…

ଟିଟିଲାଗଡ଼ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ଼ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର: ସୁନ୍ଦରଗଡ଼ ପରେ ଟିଟିଲାଗଡ଼ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ବଲାଙ୍ଗୀରର ସାଢେ ୪ ଲକ୍ଷ ପରିବାରକୁ ଏହି ସ୍ମାର୍ଟ କାର୍ଡ ଦିଆଯିବ । ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ ବୋଲି…

୨୨ରେ ବଲାଙ୍ଗୀର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିକାଶ ପଥରେ ପଶ୍ଚିମ ଓଡ଼ିଶା । ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ରହିଛି ପଶ୍ଚିମ ଓଡ଼ିଶା । ସ୍ୱାସ୍ଥକ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପକୁ ଚାରିଆଡ଼ୁ ମିଳୁଛି ପ୍ରଂଶସା । ତେବେ ପଶ୍ଚିମ ଓଡ଼ିଶା ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ଼ ବାଣ୍ଟିବେ…

ସୁନ୍ଦରଗଡ଼ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ସୁନ୍ଦରଗଡ଼ ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଆଇଜିଏଚ୍ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଡ ବଣ୍ଟନର…

ଆଜି ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣା ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ଆଜି ଦିନ ୧୧ଟାରେ ରାଉରକେଲା ବିମାନବନ୍ଦରରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ୧୧ଟା ୫ରେ ରାଉରକେଲା ଇସ୍ପାତ ସୁପର…