Odia News Portal
Browsing Tag

budget session in odisha

ଗୃହରେ ବିରୋଧୀଙ୍କ ହାଇ ଭୋଲଟେଜ୍ ହଙ୍ଗାମା

ଭୁବନେଶ୍ୱର: ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ବିରୋଧୀଙ୍କ ହାଇ ଭୋଲଟେଜ୍ ହଙ୍ଗାମା । ଧାନମଣ୍ଡି ଅବ୍ୟବସ୍ଥାକୁ ନେଇ ବିରୋଧୀ ନିଜ ହଟ୍ଟଗୋଳ ଜାରି ରଖିଥିବା ବେଳେ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ । ବୈଠକ ପରେ ସମବାୟ ମନ୍ତ୍ରୀଙ୍କୁ ଆସନ୍ତାକାଲି ଗୃହରେ ବିବୃତ୍ତି ରଖିବାକୁ…

ବିଧାନସଭା ନିକଟରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର: ପୁଣି ଥରେ ବିଧାନସଭା ନିକଟରେ ଆତ୍ମଦାହ ଉଦ୍ୟମ | ବଜେଟ ଅଧିବେଶନ ଆରମ୍ଭରୁ ପୋଲିସକୁ ଘାରିଥିବା ଆତ୍ମଦାହ ଉଦ୍ୟମ ଭୟ ସତ ହୋଇଛି | ଆଜି ବଜେଟ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ସମୟରେ ଫେଲ୍ ମାରିଛି ପୋଲିସର ବିଧାନସଭା ସମ୍ମୁଖରେ ଆତ୍ମଦାହ ଉଦ୍ୟମ ରୋକ୍…

ବିଧାନସଭା ଚାରିପଟ ରାସ୍ତା ସିଲ୍

ଭୁବନେଶ୍ୱର: ବିଧାନସଭାରେ ଆରମ୍ଭ ବଜେଟ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ୍‌ ଅଧିବେଶନ। ପ୍ରଥମେ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ତେବେ ବଜେଟ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି | ଅଧିବେଶନ ପାଇଁ ବିଧାନସଭାର ଚାରିପଟ…

ଆଜିଠୁ ବିଧାନସଭାରେ ବଜେଟ୍‌ ଅଧିବେଶନ

ଭୁବନେଶ୍ୱର: ବିଧାନସଭାରେ ଆଜିଠୁ ଆରମ୍ଭ ବଜେଟ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବିଧାନସଭାର ବଜେଟ୍‌ ଅଧିବେଶନ । ଚଳିତ ବର୍ଷ ପେପରଲେସ ହେବ ଗୃହକାର୍ଯ୍ୟ । ବଜେଟ୍‌ ଅଧିବେଶନରେ ପ୍ରଶ୍ନକାଳ ଓ ଶୂନ୍ୟକାଳ ରହିବ । ଏଥିସହ ମୁଲତବୀ ଆଲୋଚନା ବି ହେବ । ଦୈନିକ ୫ଘଣ୍ଟା ଚାଲିବ ଗୃହ…

ଏଥର ରହିବ ପ୍ରଶ୍ନକାଳ ଓ ଶୁନ୍ୟକାଳ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ | ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଛି ସର୍ବଦଳୀୟ ବୈଠକ । କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ସେନେଇ ଏହି ବୈଠକରେ ଆଲୋଚନା…

ବଜେଟ୍ ପୂର୍ବରୁ ୩ ରାଜନୈତିକ ଦଳର ରଣନୀତି ପ୍ରସ୍ତୁତି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ଆରମ୍ଭ ହେବାକୁ ଯାଉଛି ବଜେଟ୍ ଅଧିବେଶନ |ଏଥିପାଇଁ ୩ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯିବ |ଆଜି ଅପରାହ୍ନ ସାଢେ ୫ଟାରେ ବିଜେଡି ବିଧାୟକଙ୍କ ଦ୍ୱାରା ଦଳୀୟ ବୈଠକ ବସିବ । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡି ସୁପ୍ରିମୋ ନବୀନ…

ବଜେଟ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ | ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଛି ସର୍ବଦଳୀୟ ବୈଠକ । କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ସେନେଇ ଏହି ବୈଠକରେ ଆଲୋଚନା…