Odia News Portal
Browsing Tag

budget

ଭୁବନେଶ୍ଵରରେ ବଜେଟ ପରବର୍ତ୍ତୀ ଆଲୋଚନାଚକ୍ରରେ ଅଭିଭାଷଣ ଦେଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଅମୃତକାଳ ପାଇଁ ମୂଳଦୁଆ ପକାଇବ ଚଳିତ ବର୍ଷ ବଜେଟ। ଭୁବନେଶ୍ଵରରେ ବଜେଟ ପରବର୍ତ୍ତୀ ଆଲୋଚନାଚକ୍ରରେ ଯୋଗ ଦେଇ ଏହା କହିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ କହିଛନ୍ତି, ୨୦୨୩-୨୪ ବଜେଟ ଅମୃତକାଳର ପ୍ରଥମ ବଜେଟ। ଏଥିରେ କ୍ୟାପିଟାଲ ଇନଭେଷ୍ଟମେଣ୍ଟ ପାଇଁ ୧୦ ଲକ୍ଷ…

କରୋନାରେ ବେସାହାରା ହୋଇଥିବା ପିଲାଙ୍କୁ ମିଳିବ ସରକାରୀ ଚାକିରୀ

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ୨୦୨୨-୨୩ ପାଇଁ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଜନତାଙ୍କୁ ପୂର୍ବରୁ ପ୍ରତିଶ୍ରୁତି ଦେଇଥିଲେ କି ଚଳିତ ଥର ବଜେଟ ୨୦୨୩-୨୪ ମହିଳା ଓ ଯୁବକଙ୍କ ଉପରେ ବିଶେଷ ଭାବେ କେନ୍ଦ୍ରିତ ହେବ। ଯାହା ଜନତାଙ୍କ ଆଶାକୁ ପୁରା କରିବ ବୋଲି…

ବଜେଟ-୨୦୨୨: ହ୍ରାସ ପାଇବ ସୁନା ରୂପା ଦର

ବଜେଟ-୨୦୨୨କୁ ନେଇ ବ୍ୟବସାୟୀଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ମଧ୍ୟରେ ରହିଛି ଉତ୍ସାହ । ଫେବ୍ରୁଆରୀ ୧ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରିବେ । ବଜେଟରୁ ବଡ଼ ଆଶା ରଖିଛି ଜୁଏଲାରୀ କ୍ଷେତ୍ର । ଆଶା କରାଯାଉଛି ଚଳିତ ବଜେଟରେ ସରକାର ସୁନା…

କୋଭିଡ ପରିଚାଳନା ଲାଗି ବିଏମସିକୁ ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କରୋନା ଲହର । ରାଜ୍ୟବାସୀଙ୍କ ଲାଗି ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେମୁଖ୍ୟମନ୍ତ୍ରୀ ଗୋଟିଏ ପରେ ଗୋଟିଏ ପ୍ୟାକେଜ୍ ରାଜ୍ୟବାସୀଙ୍କ ଲାଗି ଘୋଷଣା କରିବାରେ ଲାଗିଛନ୍ତି । ଗତକାଲି ଶିଶୁଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେଇଥିବା ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର…

୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହେଲା ଅତିରିକ୍ତ ବଜେଟ

ଭୁବନେଶ୍ୱର() 2020 21 ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହେଲା ଅତିରିକ୍ତ ବଜେଟ। ବଜେଟରେ 11 ହଜାର 200 କୋଟି ଟଙ୍କାର ବ୍ୟୟ ବରାଦ ରହିଛି। କୋଭିଡର ଗମ୍ଭୀର ପରିସ୍ଥିତି ରେ ଜୀବନ ଓ ଜୀବିକା କୁ ବେଶ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର । ସ୍ୱାସ୍ଥ୍ୟ କ୍ଷେତ୍ରରେ 1768 କୋଟି 77 ଲକ୍ଷ ବ୍ୟୟବରାଦ…

କନଭେନସନ ହଲରେ ବସିବ ବିଧାନସଭାର ବଜେଟ୍ ଅଧିବେଶନ

ଭୁବନେଶ୍ୱର()ସାରା ରାଜ୍ୟ କରୋନା କାରଣରୁ ଲକ-ଡାଉନ ହୋଇଥିବା ବେଳେ କନଭେନସନ ହଲରେ ବିଧାନସଭାର ବଜେଟ୍ ଅଧିବେଶନ ବସିବ ବୋଲି ଜଣାପଡିଛି । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ମାର୍ଚ୍ଚ ୩୦ ତାରିଖରେ ଲୋକସଭା ଭବନରେ ବ୍ୟୟ ମଞ୍ଜୁରି…

୧୪ରୁ ବିଧାନସଭାର ବଜେଟ୍ ଅଧିବେଶନ

ଭୁବନେଶ୍ୱର ()  ଆସନ୍ତା ୧୪ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ବସିବ । ଆସନ୍ତାକାଲି ବସିବ ସର୍ବଦଳୀୟ ବୈଠକ । ସବୁ ଦଳର ବିଧାୟକଙ୍କୁ ଯୋଗଦେବାକୁ କହିଲେ ବାଚସ୍ପତି । ତେବେ ଫେବ୍ରୁଆରି ୧୪ରୁ ଏପ୍ରିଲ ୯ ପର୍ୟ୍ୟନ୍ତ ବଜେଟ୍ ଅଧିବେଶନ ଚାଲିବ ବୋଲି ସ୍ଥିର ହୋଇଛି । ଫେବ୍ରୁଆରି ୧୮ରେ…

୮,୩୦୦ କୋଟିର ଅତିରିକ୍ତ ବଜେଟକୁ ମଞ୍ଜୁରୀ

ଭୁବନେଶ୍ୱର() ଆଜି ଲୋକସେବା ଭବନରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ବସିଥିଲା । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ । ଏହି ବୈଠକରେ ପ୍ରାୟ ୮,୩୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ବରାଦକୁ ମନ୍ତ୍ରୀ ପରିଷଦର ମଞ୍ଜୁରୀ ମିଳିଛି । ଏହି ଅତିରିକ୍ତ ବଜେଟକୁ ବିଧାନସଭାର…