Odia News Portal
Browsing Tag

cabinet-decision News

୧୦ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ୧୦ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଗତକାଲି ସୋମବାର ବସିଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ଆଜି ବିଧାନସଭାରେ ଏ ନେଇ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ । ଗ୍ରୀଡକୋ ଋଣ ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ସମୟ ୭ ବର୍ଷକୁ ବୃଦ୍ଧି କରାଯାଇଛି ।