Odia News Portal
Browsing Tag

cabinet meeting

ଆଜି ବସିବ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବା ବୈଠକ | ଭର୍ଚୁଆଲ୍ ପ୍ଲାଟ୍ ଫର୍ମରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବ। ଅପରାହ୍ନ ସାଢ଼େ ୫ଟାରେ ଅନୁଷ୍ଠିତ…

ଠିକା କର୍ମଚାରୀଙ୍କ ଲାଗି ବଡ଼ ଘୋଷଣା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅଧୀନରେ କାର୍ୟ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀ ଏଣିକି ଚୁକ୍ତିଭିତ୍ତିକ ନୁହେଁ, ଇନିସିଆଲ ଆପଏଂଟିଜ୍ ଭାବେ ନିଯୁକ୍ତି ପାଇବେ । ଏବେ ସେମାନେ ବର୍ତ୍ତମାନ ପାଉଥିବା ଦରମାର ୫୦ ପ୍ରତିଶତ ଅଧିକ ଦରମା ପାଇବେ । ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ…

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ, ୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ ବୈଠକ ଶେଷ ହୋଇଛି। ଏହି କ୍ଯାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନବୀନ ନିବାସରୁ ବୈଠକରେ ଯୋଡି ହୋଇଥିଲେ। …

ରାଜ୍ୟ କ୍ୟାବିନେଟରେ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ

ଭୁବନେଶ୍ୱର: ଆଜି ବସିଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ କ୍ୟାବିନେଟରେ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରାଯାଇଛି । ବାଲି ଖାଦାନକୁ ଅଧିକ ବ୍ୟବସ୍ଥିତ କରିବାକୁ ଆସିବ ପଲିସି । ଓଡ଼ିଶା ସ୍ୟଣ୍ଡ ମାଇନିଂ ପଲିସିକୁ କ୍ୟାବିନେଟ ମୋହର । ୨୦୨୫ ସୁଦ୍ଧା ସମସ୍ତ…

ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ୧୮ ନୂଆ, ୩ ଜଣଙ୍କ ପଦୋନ୍ନତି!

ନୂଆଦିଲ୍ଲୀ: ଆଜି କେନ୍ଦ୍ର କ୍ୟାବିନେଟ ବସିବ । ମୋଦିଙ୍‌କ ମନ୍ତ୍ରୀ ମଣ୍ଡଳରେ ହେବ ସଂପ୍ରସାରଣ । ଯାହାକୁ ନେଇ ବିଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଛି । ତେବେ ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ୧୮ଜଣ ନୂଆ ନେତାଙ୍କୁ ସ୍ଥାନ ମିଳିବାକୁ ଥିବା ବେଳେ ୩ଜଣଙ୍କ ପଦୋନ୍ନତି ହେବା ନେଇ ସୂଚନା ମିଳିଛି ।…

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉକ୍ତ କ୍ୟାବିନେଟରେ ୧୦ରୁ ଊର୍ଦ୍ଧ୍ବ ପ୍ରସ୍ତାବକୁ ଅନୁମୋଦନ ମିଳିବାର ରହିଛି। ଏଥିରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)…

ଓଡିଶାବାସୀଙ୍କୁ ସୁରକ୍ଷିତ ରଖିବା ପାଇଁ ଆମର ସର୍ବୋତ୍ତମ ଚେଷ୍ଟା ଜାରି: ନବୀନ

ଭୁବନେଶ୍ବର: ଓଡିଶାବାସୀଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ତଥା ବିଜୁବାବୁଙ୍କ ସ୍ବପ୍ନକୁ ସାକାର କରିବାରେ ପଞ୍ଚମ ପାଳିର ଏହି ଦୁଇ ବର୍ଷ ଅତ୍ୟନ୍ତ ଆହ୍ବାନ ମୂଳକ ଥିଲା ।ଏପରିକି ଆମର ପଞ୍ଚମ ପାଳିର ସରକାର ଆରମ୍ଭ ହେବା ପୂର୍ବରୁ ମଇ ୨୦୧୯ ରେ ଆମକୁ ଫନି ପରି ବାତ୍ୟାର ସମ୍ମୁଖୀନ…

ରାଜଧାନୀରେ ହେବ ସ୍ୱତନ୍ତ୍ର କ୍ୟାନ୍‌ସର ହସ୍ପିଟାଲ

*କ୍ୟାବିନେଟ୍‌ର ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର | *୨୦୨୪ ସୁଦ୍ଧା କାର୍ଯ୍ୟକ୍ଷମ ହେବ କ୍ୟାନ୍‌ସର ହସ୍ପିଟାଲ | *ଭୁବନେଶ୍ୱରରେ ପାଲିଏଟିଭ୍ କେୟାର ହସ୍ପିଟାଲ ନିର୍ମାଣ ପାଇଁ ମଧ୍ୟ କ୍ୟାବିନେଟ ନିଷ୍ପତ୍ତି | *ଉଭୟ ହସ୍ପିଟାଲ ନିର୍ମାଣ ପାଇଁ ବାଗଚି ଦମ୍ପତି ପ୍ରଦାନ କରିବେ ମୋଟ ୩୪୦…

୧୨୪୨ କୋଟିର ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର: କ୍ୟାବିନେଟ ବୈଠକରେ ୮ଟି ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମୋହର ବାଜିଛି ।ବୈଠକରେ ୧୨୪୨ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।ତେବେ ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ମାଧ୍ୟମରେ ପ୍ରକଳ୍ପକୁ ଅନୁମତି ମିଳିଛି ।ଏହି ପ୍ରକଳ୍ପ ଯୋଗୁଁ ରାଜ୍ୟର ୩୧୩୫ ଜଣଙ୍କୁ ନୂଆ…