Odia News Portal
Browsing Tag

cabinet meeting

କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତି

ଭୁବନେଶ୍ୱର() ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଦୁଇଟି ପ୍ରସ୍ତାବରେ ମୋହର  ଲାଗିଥିବା ଜଣାଯାଇଛି। କରୋନା ଲାଗି ସରକାର ୨୦୦ କୋଟି ଟଙ୍କାର ସତନ୍ତ୍ର ପ୍ୟାକେଜ୍…

ଏଣିକି କର୍ମଚାରୀଙ୍କ ମୃତ୍ୟୁ ପରେ ପରିବାରର ଜଣକୁ ମିଳିବ ଚାକିରୀ

ଭୁବନେଶ୍ୱର() ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତା ଲୋକସେବା ଭବନରେ ଆଜି ବସିଥିଲା ମନ୍ତ୍ରୀପରିଷଦବୈଠକ । କ୍ୟାବିନେଟ ବୈଠକରେ ୯ ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟ ପଂଚମ ଅର୍ଥ ଆୟୋଗ ଆକ୍ସନ ଟେକେନ ରିପୋର୍ଟ ଉପସ୍ଥାପନ ହୋଇଛି । ଓଡିଶା ସିଭିଲ ସର୍ଭିସ ରୁଲ ସଂଶୋଧନ ପ୍ରସ୍ତାବକୁ…

ଏଣିକି ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀ ପାଇବେ ଧାନ ଟଙ୍କା

ଭୁବନେଶ୍ବର ()  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍ର ଏକ ଜରୁରୀ ବୈଠକ ବସିଥିଲା । ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମିଳିଛି କ୍ୟାବିନେଟ ମଂଜୁରୀ ।ଧାନ ଚାଉଳ ସଂଗ୍ରହ ଲକ୍ଷ୍ୟ ଧାର୍ୟ୍ୟକୁ ମଞ୍ଜୁରୀ ମିଳିଛି । ଚଳିତ ବର୍ଷ ୬୦ଲକ୍ଷ ଟନ୍ ଧାନ…

ମ୍ୟାରିଟାଇମ ବୋର୍ଡ ପାଇଁ କ୍ୟାବିନେଟରେ ଅନୁମୋଦନ

ଭୁବନେଶ୍ବର()  ଆଜି କ୍ୟାବିନେଟ ବୈଠକରେ ମୋଟ ୬ଟି ପ୍ରସ୍ତାବ ମନ୍ତ୍ରିମଣ୍ଡଳରେ ଅନୁମୋଦନ ଲାଭ କରିଛି । ଏହି ପ୍ରସ୍ତାବଗୁଡ଼ିକ ଭିତରେ ରାଜ୍ୟରେ ମ୍ୟାରିଟାଇମ ବୋର୍ଡ଼ ଗଠନ ପାଇଁ ରହିଥିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ…

କ୍ୟାବିନେଟ ବୈଠକରେ ୧୧ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର()  ସରିଲା କ୍ୟାବିନେଟ ବୈଠକ । ୧୧ଟି ପ୍ରସ୍ତାବକୁ ମଞ୍ଜୁରୀ ମିଲିଥିବା ସୂଚନା ମିଳିଛି । ମାସର ଚତୁର୍ଥ ଶନିବାର ଛୁଟିଦିବସ ଥିବା ସତ୍ତ୍ବେ ବିଧାନସଭା ଚାଲୁଥିବାରୁ ଅନ୍ୟନ୍ୟ କେତୋଟି ବିଲ ଆଣିବାକୁ କ୍ୟାବିନେଟ ମୋହର ମାରିଛନ୍ତି । କ୍ୟାବିନେଟରେ ପଞ୍ଚାୟତିରାଜ ବିଭାଗର ବସୁଧା…

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ରାଜ୍ୟ କ୍ୟାବିନେଟ ୨୮ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି । କ୍ୟାବିନେଟ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଖାସକରି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ‘ଖୁସି’ ଯୋଜନାକୁ ମଂଜୁରୀ ମିଳିଛି। ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପଢୁଥିବା ଛାତ୍ରୀମାନଙ୍କ ପାଇଁ…

ସଚିବାଳୟ ସେବା ନିୟମ ସଂଶୋଧନ ହେବ

ଋାଜ୍ୟ ମନ୍ତ୍ରୀମଣ୍ଡଳ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ଅନୁÂିତ ହୋଇ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି । ଏହି ନିଷ୍ପତି ଅନୁଯାଇ ଏଣିକି ଯୋଗ୍ୟତା ଭିତ୍ତିରେ ଯୁଗ୍ମ ଶାସନ ସଚିବରୁ ଅତିରିକ୍ତ ଶାସନ ସଚିବଙ୍କୁ ପଦୋନ୍ନତି ଦିଆଯିବାକୁ ସ୍ଥିର କରାଯାଇଛି ।…