Odia News Portal
Browsing Tag

cabinet minister

ଦାୟିତ୍ୱ ଗ୍ରହଣ କଲେ ବିଶ୍ୱେଶର ଟୁଡୁ

ନୂଆଦିଲ୍ଲୀ: ନୂଆଦିଲ୍ଲୀ: ରାଷ୍ଟ୍ରମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶେଶ୍ୱର ଟୁଡୁ । ଜଳଶକ୍ତି ଓ ଆଦିବାସୀ ମନ୍ତ୍ରୀ ଭାବେେ ବିଶେଶ୍ୱର ଟୁଡୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ତାଙ୍କ ସହିତ ପ୍ରହଲ୍ଲାଦ ଜଳଶକ୍ତି ମନ୍ତ୍ରାଳୟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । କେନ୍ଦ୍ର ଜଳ ଶକ୍ତି…

ପଢ଼ନ୍ତୁ କେଉଁ ମାନଙ୍କୁ ମିଳିଲା କ୍ୟାବିନେଟ୍ ପାହ୍ୟା

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରୀ ମଣ୍ଡଳରେ ଅଦଳ ବଦଳ ହୋଇଛି । ୧୫ଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ ଭାବେ ଚୟନ କରାଯାଇଛି । ସେହିଭଳି ନାରାୟଣ ରାଣେ, ସର୍ବାନନ୍ଦ ସୋନୱାଲ, ଡକ୍ଟର ବିରେନ୍ଦ୍ର କୁମାର, ଜ୍ୟୋତିରାଦିତ୍ୟ ସିନ୍ଧିଆ, ରାମଚନ୍ଦ୍ର ପ୍ରସାଦ ସିଂହ,…

ଓଡ଼ିଶାରୁ କାହାକୁ ମିଳିବ ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ସ୍ଥାନ?

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବସିବ କେନ୍ଦ୍ର କ୍ୟାବିନେଟ ବୈଠକ । ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ହେବ ଅଦଳ ବଦଳ । ତେବେ ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ଏବେ ଦୁଇଜଣ ଓଡ଼ିଆ ମନ୍ତ୍ରୀ ଅଛନ୍ତି । ଧମେନ୍ଦ୍ର ପ୍ରଧାନ ଓ ବାଲେଶ୍ୱ ସାଂସଦ ପ୍ରତାପ ଷଢ଼ଙ୍ଗୀ ଏବେ ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ରହିଛନ୍ତି ।…