୨୨ ପ୍ରସ୍ତାବରେ କ୍ୟାବିନେଟ ମୋହର
ଭୁବନେଶ୍ବର() ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଏହି ବୈଠକ ଶେଷ ହେବା ପରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସେ କହିଛନ୍ତି ଯେ କ୍ୟାବିନେଟ ବୈଠକରେ ଅନେକ…
