ଓଡ଼ିଶା ପ୍ରାକୃତିକ ସମ୍ପଦର ଅଡିଟ୍ କରିବ ସିଏଜି
ଭୁବନେଶ୍ୱର: ପ୍ରାକୃତିକ ସମ୍ପଦ ଓ ଲୋକାଲ୍ ବଡିର ଅଡିଟ୍ ହେବ । ଏନେଇ ଭୁବନେଶ୍ୱରରେ ସିଏଜି ଗିରିଶଚନ୍ଦ୍ର ମୁର୍ମୁ ସୂଚନା ଦେଇଛନ୍ତି । ଖଣିଗୁଡିକରେ କେତେ ମୂଲ୍ୟର ପ୍ରାକୃତିକ ସମ୍ପଦ ରହିଛି, ସେନେଇ ଅଡିଟ୍ ହେବ । ଏହା ସହ କେତେ ଟଙ୍କା ଖର୍ଚ୍ଚ ହେଉଛି ଓ ସରକାରଙ୍କୁ କେତେ ଲାଭ ଦେଉଛି ସେନେଇ!-->…