ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ
					ଭୁବନେଶ୍ୱର()  କରୋନା ମହାମାରୀ ଭିତରେ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି । cbseresults.nic.in ରେ ପରୀକ୍ଷା ଫଳ ଉପଲବ୍ଧ । ଏନେଇ ସୂଚନା ଦେଇଛନ୍ତି ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ।
ପ୍ରକାଶଯେ, ଚଳିତ ବର୍ଷ କୋଭିଡ-୧୯ ମହାମାରୀ ଭିତରେ ସିବିଏସଇର…				
						
						
			