Odia News Portal
Browsing Tag

Cbse

୧୧ ଓ ୧୩ରେ ସିବିଏସଇ ପରୀକ୍ଷା ଫଳ

ଭୁବନେଶ୍ୱର() ଆଜି ସିବିଏସଇ ପରୀକ୍ଷା ଫଳ ପ୍ରକାଶ ତାରିଖ ପ୍ରକାଶ ପାଇଛି । ଆସନ୍ତା ୧୧ ଓ ୧୩ରେ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଜୁଲାଇ ୧୧ରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବ । ସେହିପରି ୧୩ରେ ଦଶକ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ମିଳିଛି ।…

CBSE ପରୀକ୍ଷା ବାତିଲ

ଭୁବନେଶ୍ୱର()  ଦେଶ ହେଉ କିମ୍ବା ରାଜ୍ୟ ସବୁଠାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି । ଏନେଇ କଲେଜ ଓ ସ୍କୁଲ ବନ୍ଦ ରଖାଯିବା ସହ ପ୍ରାୟ ସବୁ ପରୀକ୍ଷାକୁ ମଧ୍ୟ ବାତିଲ କରାଯାଇଛି । ଏହାରି ମଧ୍ୟରେ ଆଜି ସିବିଏସଇର ବାକିଥିବା ଦଶମ ଓ ଦ୍ୱାଦଶ ପରୀକ୍ଷା ମଧ୍ୟ ବାତିଲ ହୋଇଛି । ଜୁଲାଇ ୧ରୁ…