ଓଡିଶା ପାଇଁ ୧୧୦୨.୮୧ କୋଟି ବ୍ୟୟବରାଦ
କୋଭିଡ-୧୯ ମହାମାରୀ କାରଣରୁ ଦେଶବ୍ୟାପୀ ଜାରି ହୋଇଥିବା ଲକଡାଉନ ସମୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାର ହିତାଧିକାରୀଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମାଗଣାରେ ଗ୍ୟାସ ସିଲିଣ୍ଡର ରିଫିଲ ଯୋଗାଇ ଦିଆଯାଉଛି । ଏହି ଯୋଜନାରେ…