ଫନି କ୍ଷୟକ୍ଷତି ୯୩୩୬.୨୭ କୋଟି, ମିଳିଛି ୭୮୮.୮୭୫ କୋଟି ଟଙ୍କା
ଭୁବନେଶ୍ୱର () ଭୀଷଣ ସାମୁଦ୍ରିକ ବାତ୍ୟା ଫନି ଯୋଗୁଁ କ୍ଷତିଗ୍ରସ୍ତ ସାଧାରଣ ସଂପତ୍ତି, ବାସଗୃହ, ଫସଲ, ଗୃହପାଳିତ ପଶୁପକ୍ଷୀ, ଡଙ୍ଗା, ଜାଲ ଅ ।ଦି ବ୍ୟକ୍ତିଗତ ସଂପତ୍ତିର ପରିମାଣ ମୋଟ ୯୩୩୬.୨୭ କୋଟି ଟଙ୍କା ଅ ।କଳନ ହୋଇଛି । ବର୍ତ୍ତମାନ ସୁଦ୍ଧା ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ପାଇଁ…