Odia News Portal
Browsing Tag

Chandan yatra

ଆସନ୍ତାକାଲି ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା

ଆସନ୍ତାକାଲି ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା | ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି | ତେବେ ଦୀର୍ଘ ୨ ବର୍ଷ ପରେ ଚନ୍ଦନଯାତ୍ରାରେ ଭକ୍ତ ସାମିଲ ହେବାକୁ ନେଇ ଥିବା ବେଳେ, ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାକୁ ବିଭିନ୍ନ ଭାଗରେ ବିଭକ୍ତ କରାଯାଇଛି। ଭକ୍ତଙ୍କ…

ଚନ୍ଦନ ଯାତ୍ରା ପାଇଁ ୬ଟି ଏନଫୋର୍ସମେଣ୍ଟ ସ୍କ୍ବାଡ୍‌

ଭୁବନେଶ୍ବର: ଆସନ୍ତାକାଲି ଅକ୍ଷୟ ତୃତୀୟା ଉପଲକ୍ଷେ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଚନ୍ଦନ ଯାତ୍ରା ଓ ରଥ କାଠ ଅନକୂଳ ହେବ । କୋରୋନା କଟକଣା ମଧ୍ୟରେ ବିନା ଭକ୍ତରେ ଆସନ୍ତା କାଲି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା । ଏଥିପାଇଁ ନରେନ୍ଦ୍ର ପୁଷ୍କରିଣୀ ଚାରିପାଖ ଓ ଶ୍ରୀମନ୍ଦିର ସମ୍ମୁଖ ଭାଗରେ ୧୪୪…

ବିନା ଭକ୍ତରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା

ପୁରୀ: ଚଳିତ ବର୍ଷ ବିନା ଭକ୍ତରେ କରାଯିବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ।ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ ।ରାଜ୍ୟରେ ବର୍ତମାନ କରୋନା ପରିସ୍ଥିତି ଭୟଙ୍କର ରୂପ ଧାରଣ କରିଥିବା ସମୟରେ କଟକଣା ଭିତରେ ସଂକ୍ରମଣ ମୁକ୍ତ ଭାବେ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଶ୍ରୀମନ୍ଦିର…