ଛତିଶଗଡ଼ରେ ଲଗାଣ ବର୍ଷା, କୋଇଗୁରୁ ପୋଲ ଉପରେ ପାଣି
ଛତିଶଗଡ଼ରେ ଲଗାଣ ବର୍ଷା ଜାରି ରହିଥିବା ହେତୁ ମାଲକାନଗିରି ପ୍ରଭାବିତ ହୋଇଛି। ସାବେରୀ ଓ ସିଲେରୁ ନଦୀର ଜଳ ସ୍ତର ବୃଦ୍ଧି ପାଇଛି। ମୋଟୁ ସୀମାବର୍ତ୍ତୀ କୋଇଗୁରୁ ପୋଲ ଉପରେ ପାଣି ଚାଲୁଛି। ଖାଲି ସେତିକି ନୁହେ, ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥରେ ଯାତାୟତ ପ୍ରଭାବିତ ହୋଇଛି। ୩୨୬ ନଂ…