ଚୌଦ୍ୱାର ଜେଲ ପରେ ଏବେ ପୁଣି ଚନ୍ଦକା ଥାନାରୁ ଫେରାର ହେଇଗଲା ଚୋର
କନେଷ୍ଟବଳଙ୍କୁ ଧକ୍କା ଦେଇ ଚନ୍ଦକା ଥାନାରୁ ଚମ୍ପଟ ମାରିଲା ଚୋର। ଫେରାର ଅଭିଯୁକ୍ତ ହେଉଛି ପଶ୍ଚିମବଙ୍ଗର ରାଜା। ସୂଚନା ଅନୁସାରେ ଗତମାସ ୨୮ ତାରିଖ ରାତିରେ ଏକ ଆଇଫୋନ ଚୋରି ହୋଇଥିଲା। ସେହି ଅଭିଯୋଗ ତଦନ୍ତ କରି ଦୁଇ ଦିନ ତଳେ ଚନ୍ଦକା ପୁଲିସ ରାଜାକୁ ଧରି ଆଣି ଅଧିକ ପଚରାଉଚରା କରୁଥିଲା…