କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମଙ୍କୁ କରୋନା
ନୂଆଦିଲ୍ଲୀ() ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି.ଚିଦାମ୍ବରମଙ୍କ ପୁଅଙ୍କୁ କରୋନା । କରୋନା ଆକ୍ରାନ୍ତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ପି.ଚିଦାମ୍ବରମଙ୍କ ପୁଅ ତଥା କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍ । ତାଙ୍କ ମଧ୍ୟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଯିବା ପରେ ସେ ନିଜର ପରୀକ୍ଷା…
