Odia News Portal
Browsing Tag

chief minister (5T)

ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟାରୁ ଲୁହାପଥର ଉତ୍ପାଦନ ଆରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ…

ହକିର ଏନ୍ତୁଡ଼ିଶାଳରେ ସର୍ବବୃହତ ଷ୍ଟାଡିୟମ୍

ସୁନ୍ଦରଗଡ଼: ରାଉରକେଲା ସଭାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁରୀ ଭାଷାରେ ଉଦବୋଧନ | ଆପଣ ମାନକେ ସବକେ ମୋର ଜୁହାର । ଆଜି ରାଉରକେଲା ଆସି ମୁଁ ବହୁତ ଖୁସି । ହକିର ଏନ୍ତୁଡ଼ିଶାଳରେ ମୁଁ ପହଁଚି ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛି । ବିକାଶର ମୂଳଦୁଆ ପକାଇଥିଲେ ବିଜୁ ବାବୁ, ତେଣୁ ଯେବେ ରାଉରକେଲା…

୫-ଟି ସଚିବଙ୍କ ସ୍କୁଲ ପରିଦର୍ଶନ

ଭୁବନେଶ୍ବର: ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ । ରାଜଧାନୀରେ ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ । ଶିକ୍ଷକ ଓ ସ୍କୁଲ ପରିଚାଳନା କମିଟି ସହ ବିଭିନ୍ନ ପ୍ରସଙ୍ଗ ନେଇ ୫-ଟି ସଚିବ ଆଜି ଆଲୋଚନା କରିଛନ୍ତି । ଗସ୍ତ ସମୟରେ ୫-ଟି ସଚିବଙ୍କ ସହ ବିଏମ୍‌ସି କମିଶନର…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ ମଜୁରୀ ଦେବାରେ ବିଳମ୍ବ ହେଲେ ଦାୟୀ ରହିବେ ଜିଲ୍ଲାପାଳ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ନିର୍ଦ୍ଦେଶ | ରୋଜଗାର ଅଭାବରୁ ଯେଭଳି ଗରିବ ପରିବାର କଷ୍ଟ ନ ପାଏ ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ନିର୍ଦ୍ଦେଶ। ମଜୁରୀ ଦେବାରେ ବିଳମ୍ବ କଲେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଦେଇଛନ୍ତି ଚେତାବନୀ। ମୁଖ୍ୟମନ୍ତ୍ରୀ ଆଜି ଭିଡିଓ…