Odia News Portal
Browsing Tag

Chief Minister Naveen Patnaik

ସୁବାଷ ନୁହେଁ ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ: ପ୍ରଦୀପ୍ତ

ଭୁବନେଶ୍ୱର: ବିଧାନସଭା ଆରମ୍ଭରୁ ଆଜି ଗୃହରେ ଅଚଳାବସ୍ଥା ଜାରି ରହିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ । ବିରୋଧୀ ଦଳ ନେତା ପ୍ରଦୀପ୍ତ କହିଛନ୍ତି, ସୁବାଷ ପାଣିଗ୍ରାହୀ କାହିଁକି କ୍ଷମା ମାଗିବେ,ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ…

ମମତାଙ୍କ ଆଶୁଆରୋଗ୍ୟ କାମନା କଲେ ନବୀନ

ଭୁବନେଶ୍ୱର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହସ୍ପିଟାଲରେ ଚିକିତ୍ସିତ ଥିବା ନେଇ ଚିନ୍ତା ପ୍ରକଟ କରିଛନ୍ତି ନବୀନ । ସେହିପରି ମମତାଙ୍କ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଥିବା ନେଇ ଟ୍ୱିଟ କରି ସୂଚନା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଲକ୍ଷ୍ମୀ ନିୱାସ ମିତ୍ତଲ୍

ଭୁବନେଶ୍ୱର: ଆର୍ସେଲର ମିତ୍ତଲର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଲକ୍ଷ୍ମୀ ନିୱାସ ମିତ୍ତଲ ଆଜି ନବୀନ ନିୱାସ ପହଞ୍ଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ତେବେ ଲକ୍ଷ୍ମୀ ନିୱାସ ମିତ୍ତଲ ଓଡିଶାରେ କମ୍ପାନୀର ବିଭିନ୍ନ ପ୍ରକଳ୍ପ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଥିବା…