Odia News Portal
Browsing Tag

chief minister naveen pattnaik

ହାତୀ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ ପ୍ରକାଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର କର୍ଲାପାଟ ଅଭୟାରଣ୍ୟରେ ଘଟୁଥିବା ହାତୀ ମୃତ୍ୟୁ ସଂପର୍କରେ ସମୀକ୍ଷା କରି ଏହି ଘଟଣାରେ ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସଂପଦ ବିଭାଗ ମିଳିତ ଭାବେ ପଦକ୍ଷେପ…

କଳାହାଣ୍ଡି ପରେ ଫୋକସରେ ସୁନ୍ଦରଗଡ

ରାଉରକେଲା: ଫୋକସରେ ସୁନ୍ଦରଗଡ ଜିଲ୍ଲା । କରୋନା କଟକଣା ହଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଥର ଆସନ୍ତା ୧୬ ତାରିଖରେ ରାଉରକେଲାକୁ ଦିନିକିଆ ଗସ୍ତରେ ଯାଉଛନ୍ତି ।ତେବେ ଏଥର ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ଅଛି ସୁନ୍ଦରଗଡ ଜିଲ୍ଲାର ବିକାଶ | ସେନେଇ ବିଭିନ୍ନ ଯୋଜନାରେ ନବୀନ…

ଚାଷୀଙ୍କ ଆକାଉଣ୍ଟକୁ ଗଲା ତୃତୀୟ କିସ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ କାଳିଆ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ…

୨୦୨୧-୨୨ ବଜେଟ୍‌ ଉପରେ ବାଜିବ ମୋହର

ଭୁବନେଶ୍ୱର: ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ । ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ୍‌ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବା ସମୟରେ ତାହା ପୂର୍ବରୁ ୯ ତାରିଖ ଦିନ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ମହାବାହୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତଳବଣିଆ ହେଲିପ୍ୟାଡରେ ଓହ୍ଲାଇ ମୁଖ୍ୟମନ୍ତ୍ରୀ ଶ୍ରୀଜିଉଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିରରେ ଯାଇ ପହଞ୍ଚିଛନ୍ତି । କରୋନା ପରେ ପ୍ରଥମ ଥର ପାଇଁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ…