ହକିର ଏନ୍ତୁଡ଼ିଶାଳରେ ସର୍ବବୃହତ ଷ୍ଟାଡିୟମ୍
ସୁନ୍ଦରଗଡ଼: ରାଉରକେଲା ସଭାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁରୀ ଭାଷାରେ ଉଦବୋଧନ | ଆପଣ ମାନକେ ସବକେ ମୋର ଜୁହାର । ଆଜି ରାଉରକେଲା ଆସି ମୁଁ ବହୁତ ଖୁସି । ହକିର ଏନ୍ତୁଡ଼ିଶାଳରେ ମୁଁ ପହଁଚି ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛି । ବିକାଶର ମୂଳଦୁଆ ପକାଇଥିଲେ ବିଜୁ ବାବୁ, ତେଣୁ ଯେବେ ରାଉରକେଲା!-->…