Odia News Portal
Browsing Tag

chse

ଉଚିତ ମୂଲ୍ୟାୟନ ଦାବିରେ CHSE ଅଫିସ ସାମ୍ନାରେ ହାତ କାଟିଲେ ଛାତ୍ରୀ

ଭୁବନେଶ୍ୱର: ଅଭାବନୀୟ ଘଟଣା । CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ । ଦାବି ପୂରଣ ନହେବାରୁ ଛାତ୍ରୀ ଜଣଙ୍କ ହାତ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଛାତ୍ରୀ ଜଣଙ୍କ ଏକ ବ୍ଲେଡ୍ ସାହାଯ୍ୟରେ ତାଙ୍କ ହାତ କାଟି ଦେଇଛନ୍ତି। ଆହତ ଅବସ୍ଥାରେ ଛାତ୍ରୀଙ୍କୁ କ୍ୟାପିଟାଲ ହସପିଟାଲରେ…

ଜୁନ୍ ଶେଷ ସପ୍ତାହରେ ବାହାରିବ ମେଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଜୁନ୍ ଶେଷ ସପ୍ତାହରେ ବାହାରିବ ମେଟ୍ରିକ ରେଜଲ୍ଟ୍ । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପାଇଁ ଚେଷ୍ଠା କରାଯାଉଛି । ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ ଭାବରେ କରାଯାଉଛି । ଆଜି ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେପଟେ ସ୍କୁଲ ଖୋଲିବା ପ୍ରସଙ୍ଘରେ…