ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି
ଭୁବନେଶ୍ବର() ଗଣଶିକ୍ଷା ବିଭାଗର ର ନୂଆ ନିଷ୍ପତ୍ତି।ସ୍କୁଲରେ ଇଂରାଜୀ, ଗଣିତ ଓ ବିଜ୍ଞାନ ବିଷୟକୁ ଅଧିକ ସମୟ ପଢ଼ାଯିବ। ପ୍ରତି ୩ଟି ବିଷୟକୁ ୪୫ ମିନିଟ୍ ପରିବର୍ତ୍ତେ ଦେଢଘଣ୍ଟା ଲେଖାଏ ପଢ଼ାଯିବ। ଷଷ୍ଠରୁ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଲାଗୁ ହେବ ଏହି ନିୟମ । ଚଳିତ ଶିକ୍ଷାବର୍ଷରୁ ଏହି ନିୟମ…
