ଶିଶୁ କଲ୍ୟାଣ ପାଇଁ ପ୍ରତି ଜିଲ୍ଲାକୁ ୧୦ ଲକ୍ଷ
ଭୁବନେଶ୍ବର () ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଶିଶୁ କଲ୍ୟାଣ ଅନୁଷ୍ଠାନ ଗୁଡିକର ଉନ୍ନତି ଓ ପିଲାମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ତଦନୁଯାୟୀ ରାଜ୍ୟର ୩୦ଟି ଜିଲ୍ଲାରେ ଥିବା ଶିଶୁ କଲ୍ୟାଣ ପ୍ରତିଷ୍ଠାନ ଗୁଡିକରେ ରହୁଥିବା…