ଯଦି ତମେ ନିଜ ଜୀବନ ନେବ, ମୁଁ କଣ ପାଇଁ ଅଛି: ଅଭିଯୋଗକାରୀଙ୍କୁ ବୁଝାଇଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ୟୁନିଟ ୨ସ୍ଥିତ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ସାଧାରଣ ଲୋକଙ୍କ ସମସ୍ୟା ସମ୍ପର୍କରେ ଅବଗତ ହେବା ପରେ ଏହାର ତ୍ୱରିତ ସମାଧାନ ନେଇ ସମସ୍ତ ପଦକ୍ଷେପ ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ…