ଐତିହ୍ୟ ପ୍ରକଳ୍ପ ନକ୍ସାର ଲୋକାର୍ପଣ
ପୁରୀ () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଆସି ଐତିହ୍ୟ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ସେ ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାହାରି ପୁରୀ ତାଳବଣିଆ!-->…