ବିମାନ ଚଳାଚଳ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଚିଠି
ଭୁବନେଶ୍ବର() କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କୁ ଚିଠି ଲେଖି ଭୁବନେଶ୍ବରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱରରୁ ମଧ୍ୟପ୍ରାଚ୍ୟ ଦେଶଗୁଡ଼ିକୁ ବିମାନସେବା ରହିଥିଲେ ମଧ୍ୟ ସବୁ ବିମାନ ଦିଲ୍ଲୀ ଦେଇ ଯାଉଛି।…
